ଜିଏସ୍‌ଟି ଠକେଇ ଅଭିଯୋଗ, ଟ୍ରକ୍‌ ଅଟକ, ୪ ଲକ୍ଷ ୭୧ ହଜାରରୁ ଅଧିକ ଟଙ୍କା ଜରିମାନା ଆଦାୟ

ଭବାନୀପାଟଣା,୧୬।୯(ଡି.ଏନ୍‌.ଏ.): କଟକରୁ ଭବାନୀପାଟଣା ଆସୁଥିବା କୀଟନାଶକ ଔଷଧ ବୋଝେଇ ଏକ ଟ୍ରକକୁ ଜିଏସ୍‌ଟି ଫାଙ୍କିବା ଅଭିଯୋଗରେ ଜରିମାନା ଆଦାୟ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ବାଣିଜ୍ୟକର ବିଭାଗ ପକ୍ଷରୁ ୪ଲକ୍ଷ ୭୧ ହଜାର ୧୨୮ ଟଙ୍କା ଜରିମାନା ଆଦାୟ କରାଯାଇଛି।
ସୂଚନାଯୋଗ୍ୟ, କଟକସ୍ଥିତ ଟ୍ରପିକାଲ ଏଗ୍ରୋ ସିଷ୍ଟମ ଇଣ୍ଡିଆ ପ୍ରାଇଭେଟ ଲିମିଟେଡରୁ ଟ୍ରକ ନଂ. ଓଡି ୦୨ ବିଏଫ୍‌ ୫୭୦୨ରେ କୀଟନାଶକ ଔଷଧ ବୋଝେଇ ହୋଇ ଭବାନୀପାଟଣା ଆସିଥିଲା। କାଗଜପତ୍ର ଅନୁଯାୟୀ ଟ୍ରକଟି ସଞ୍ଜୀବନୀ ଟ୍ରେଡର୍ସରେ ଅନଲୋଡ ହେବାର ଥିଲା। କିନ୍ତୁ ସେଠାରେ ଅନଲୋଡ ନ ହୋଇ ଭବାନୀପାଟଣା ସହରସ୍ଥିତ ଇଲାଇଟ୍‌ ଗ୍ରୁପ୍‌ରେ ଅନଲୋଡ ହୋଇଥିଲା। ଟ୍ରକରେ ୯୦୮ ଟି ପେଟିରେ କୀଟନାଶକ ଔଷଧ ଥିବା ବେଳେ ଏହା ଆନୁମାନିକ ମୂଲ୍ୟ ୧୮ ଲକ୍ଷ ୧୪ ହଜାର ୬୧୨ ଟଙ୍କା ଆକଳନ କରାଯାଇଥିଲା। ଏହି ସାମଗ୍ରୀର ଜିଏସ୍‌ଟି ବିଲ୍‌ ନଥିବା ବେଳେ ଇଲାଇଟ ଗ୍ରୁପ ନାମରେ କୌଣସି ବିଲ୍‌ କିମ୍ବା ୱେବିଲ୍‌ ନଥିଲା। ଖବର ପାଇ ବାଣିଜ୍ୟକର ବିଭାଗ ସିଟି ଜିଏସ୍‌ଟି ଡେପୁଟି କମିଶନର ଏନ୍‌ଫୋର୍ସମେଣ୍ଟ ଅଫିସର ତପନ ପାଢୀଙ୍କ ନେତୃତ୍ୱରେ ସହକାରୀ ସିଟି ଜିଏସଟି ଅଧିକାରୀ ନିହାର ରଞ୍ଜନ ସେଠ, ମନ ମାଝି ଓ ମମତା ପୁଝାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଟ୍ରକଟିକୁ ବାଣିଜ୍ୟକର କାର୍ଯ୍ୟାଳୟକୁ ଆଣି କାଗଜପତ୍ର ଯାଞ୍ଚ କରାଯାଇଥିଲା। ଠକେଇ ହହୋଇଥିବା ଯୋଗୁ ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri