ଆଠଗଡ,୧୪।୨(ଡି.ଏନ.ଏ.): କଟକ ଜିଲା ଆଠଗଡ ସହର ବାଣୀକଣ୍ଠ ନଗରସ୍ଥିତ ଅମ୍ବର ଶାଢୀ ଦୋକାନରେ ମଙ୍ଗଳବାର ରାଜ୍ୟ ବାଣିଜ୍ୟ କର ଓ ଜିଏସ୍ଟି ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଦୋକାନର କାଗଜପତ୍ର ଯାଞ୍ଚ କରୁଛନ୍ତି। ଟିକସ ଠକେଇ ନେଇ ଅଭିଯୋଗ ପରେ ଏହି ଚଢାଉ କରାଯାଇଥିବା ଜଣାପଡିଛି।
ଆଠଗଡ,୧୪।୨(ଡି.ଏନ.ଏ.): କଟକ ଜିଲା ଆଠଗଡ ସହର ବାଣୀକଣ୍ଠ ନଗରସ୍ଥିତ ଅମ୍ବର ଶାଢୀ ଦୋକାନରେ ମଙ୍ଗଳବାର ରାଜ୍ୟ ବାଣିଜ୍ୟ କର ଓ ଜିଏସ୍ଟି ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଦୋକାନର କାଗଜପତ୍ର ଯାଞ୍ଚ କରୁଛନ୍ତି। ଟିକସ ଠକେଇ ନେଇ ଅଭିଯୋଗ ପରେ ଏହି ଚଢାଉ କରାଯାଇଥିବା ଜଣାପଡିଛି।
ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…
ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…
ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…
ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…
ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…
କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍ ପଡ଼ିଆଠାରେ…
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…
ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…