ଅକ୍ଟୋବରରୁ ଜିଏସ୍‌ଟି ଇନ୍‌ଭଏସିଂ ଅନିବାର୍ଯ୍ୟ

ନୂଆଦିଲ୍ଲୀ: ଅକ୍ଟୋବର ପହିଲାରୁ ଜିଏସ୍‌ଟି ଇନ୍‌ଭଏସିଂ ଅନିବାର୍ଯ୍ୟ ହେବ। ଏ କ୍ଷେତ୍ରରେ କେନ୍ଦ୍ର ସରକାର ଆଉ କୋହଳ ସୁବିଧା ପ୍ରଦାନ କରିପାରିବେ ନାହିଁ। ପହିଲାରୁ ଜିଏସ୍‌ଟି ଇନ୍‌ଭଏସିଂ ବ୍ୟବସ୍ଥା ଲାଗୁ କରିବାକୁ ନିଷ୍ପତ୍ତି ହୋଇଥିବା ବେଳେ ଏ କ୍ଷେତ୍ରରେ କେନ୍ଦ୍ର ସରକାର ଅଗ୍ରସର ହେବେ। ୫୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବାର୍ଷିକ କାରବାର କରୁଥିବା କମ୍ପାନୀଗୁଡ଼ିକ କ୍ଷେତ୍ରରେ ଏହା ଲାଗୁ ହେବ। ବିଜ୍‌ନେସ-ଟୁ-ବିଜ୍‌ନେସ(ବିଟୁବି) ଟ୍ରାଞ୍ଜାକଶନ କ୍ଷେତ୍ରରେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ଜଣାପଡ଼ିଛି।
ଏହି ବ୍ୟବସ୍ଥାକୁ ବର୍ତ୍ତମାନ ବାଧ୍ୟତାମୂଳକ କରିବା ପରିବର୍ତ୍ତେ ସ୍ବେଚ୍ଛାକୃତ କରିବା ନେଇ ଦେଶର ଶିଳ୍ପଜଗତ ପ୍ରତିନିଧିଙ୍କ ପକ୍ଷରୁ ସରକାରଙ୍କୁ ନିବେଦନ କରାଯାଇଛି। କ୍ଷୁଦ୍ର ବାଣିଜ୍ୟଗୁଡ଼ିକୁ ଏ କ୍ଷେତ୍ରରେ କିଛିଟା ଆଶ୍ୱସ୍ତି ମିଳିପାରେ। ନିର୍ଦ୍ଧାରିତ ସୀମାଠାରୁ ଯେଉଁ ମାନେ କମ୍‌ ବାଣିଜ୍ୟ କରୁଛନ୍ତି ସେମାନଙ୍କ ଲାଗି ଏହା ହୁଏତ କଡ଼ାକଡ଼ି ହେବ ନାହିଁ। ମାତ୍ର ଯେଉଁ ସଂସ୍ଥାଗୁଡିକ ଧାର୍ଯ୍ୟ ସୀମାଠାରୁ ଅଧିକ ମୂଲ୍ୟର କାରବାର କରୁଛନ୍ତି ସେମାନଙ୍କ ଲାଗି ଇ-ଇନ୍‌ଭଏସିଂ କଡ଼ାକଡ଼ି ହେବ ବୋଲି ଜଣାପଡିଛି। ଟିକସ ଅନୁପାଳନକୁ ଉନ୍ନତ କରିବା ଲାଗି ସରକାର ଏଭଳି ଏକ ବ୍ୟବସ୍ଥା ଉପରେ ଧ୍ୟାନ କେନ୍ଦ୍ରିତ କରିଛନ୍ତି।
୧୦୦ କୋଟି ଟଙ୍କାର କାରବାର ଉପରେ ଏଭଳି ବ୍ୟବସ୍ଥା ଲାଗୁ କରିବା ଲାଗି ପୂର୍ବରୁ ଯୋଜନା କରାଯାଇଥିଲା। ମାତ୍ର ଜିଏସ୍‌ଟି ପରିଷଦର ଏମ୍ପାଓ୍ବାର୍ଡ କମିଟି ପ୍ରସ୍ତାବ ମୁତାବକ ଏହାକୁ ୫୦୦ କୋଟି ଟଙ୍କା ପର୍ଯ୍ୟନ୍ତ ବଢ଼ାଯାଇଥିବା ଜଣାପଡିଛି। ପ୍ରଥମେ ୨୦୨୦ ଏପ୍ରିଲରୁ ଏହି ବ୍ୟବସ୍ଥା ଲାଗୁ କରିବା ଲାଗି ସମୟ ଧାର୍ଯ୍ୟ ହୋଇଥିଲା। ମାତ୍ର ପରେ ସମୟରେ ପରିବର୍ତ୍ତନ ସହ ଏହାକୁ ଅକ୍ଟୋବର ପହିଲାକୁ ବଢ଼ାଯାଇଛି। ଜିଏସ୍‌ଟିଏନ୍‌ ଓ୍ବେବ୍‌ସାଇଟରୁ ମିଳିଥିବା ସୂଚନା ମୁତାବକ, ଇ-ଇନ୍‌ଭଏସିଂରେ ଅନେକ ସୁବିଧା ରହିଛି। ଏହା ପେମେଣ୍ଟ ସାଇକେଲକୁ ଉନ୍ନତ କରିବା ସହ ବାଣିଜ୍ୟ ସଂସ୍ଥାଗୁଡିକର ଦକ୍ଷତା ବଢାଇବା ଦିଗରେ ସହାୟକ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri