ଭିଜିଲାନ୍ସ ଜାଲରେ ଜିଏସ୍‌ଟି ଅଧିକାରୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଜିଏସ୍‌ଟି ଅଧିକାରୀ ଚିତ୍ତରଞ୍ଜନ ମହାନ୍ତି ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ପାରାଦୀପ ଏନଫୋର୍ସମେଣ୍ଟ ୟୁନିଟ ଜିଏସଟି ଅଧିକାରୀ ଭାବେ କାର୍ଯ୍ୟ କରନ୍ତି। ଏକ ଜିଏସ୍‌ଟି ମାମଲାରେ ଜବତ କାଗଜପତ୍ର ମୁକ୍ତ କରିବା ଏବଂ ରିପୋର୍ଟ ବନ୍ଦ କରିବା ପାଇଁ ଚିତରଞ୍ଜନ ୮୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ କାଳୀନ ୩ଟି ସ୍ଥାନରେ ଚଢ଼ାଉ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆନ୍ଧ୍ର ଉପକୂଳ ମୁହାଁ ହେଲେ ବି ଓଡ଼ିଶା ଉପରେ ଦେଖାଇବ ପ୍ରଭାବ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର, ୧୬ା୧୧ (ବନ୍ଦନା ସେଠୀ): ପୁଣି ଘାରିଲା ବାତ୍ୟା ଭୟ। ଇତିମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର…

ଭାଜପାର ପଞ୍ଜାବ ନିର୍ବାଚନ ଇସ୍ତାହାର କମିଟିରେ ରାଘବ, ହରଭଜନ

ଚଣ୍ଡିଗଡ଼,୧୬ା୧୧: ଆସନ୍ତା ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଭାଜପା ଏହାର ଇସ୍ତାହାର କମିଟିରେ ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ା ଏବଂ ହରଭଜନ…

ପାକ୍‌ ଲିଙ୍କ୍‌ ଥିବା ୨ ଅଭିଯୁକ୍ତ ପଞ୍ଜାବରୁ ଗିରଫ

ଚଣ୍ଡିଗଡ଼,୧୬ା୧୧: ରାଜସ୍ଥାନର ଶ୍ରୀଗଙ୍ଗାନଗର ରେଳଲାଇନରେ ବିସ୍ଫୋରଣ ସହ ସମ୍ପୃକ୍ତି ନେଇ ଜଣେ ମହିଳାଙ୍କ ସହ ୨ ଜଣଙ୍କୁ ପଞ୍ଜାବରୁ ଗିରଫ କରାଯାଇଛି। ରାଜସ୍ଥାନ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌…

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?