ଗହଣା ଦୋକାନରେ ଜିଏସ୍‌ଟି ଚଢ଼ାଉ

ଉଦଳା,୨୨ା୯(ସନ୍ତୋଷ କୁମାର ବାଚ୍ଛିନୀ): ଟିକସ ଫାଙ୍କି ଅଭିଯୋଗରେ ଉଦଳା ମହେନ୍ଦ୍ର ଜୁଏଲର୍ସରେ ସିଟି ଓ ଜିଏସ୍‌ଟି ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଉଭୟ ବିଭାଗ ମଧ୍ୟାହ୍ନରେ ଜୁଏଲର୍ସରେ ଥିବା ବିଭିନ୍ନ ସୁନାଗହଣାର ଆକଳନ କରିିବା ସହିତ ଦସ୍ତାବିଜ ଯାଞ୍ଚ କରିିଥିଲେ। ଯାଞ୍ଚ ପରେ କେତେ ଟଙ୍କାର ଟିକସ ଫାଙ୍କି ହୋଇଛି ତାହା ସ୍ପଷ୍ଟ ହେବ ବୋଲି ଚଢ଼ାଉରେ ସାମିଲ ହୋଇଥିବା ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟାନ୍‌-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣ ଗୁରୁତର

କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍‌ ଭ୍ୟାନ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…

ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ

ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର।…

କାର୍‌ରେ ଆସି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ୪ ଦୁର୍ବୃତ୍ତ: ଜଣେ ମୃତ, ଜଣେ ଆହତ

ବେଲପାହାଡ, ୧୧।୫(ସୁବାସ ପ୍ରଧାନ): ଝାରସୁଗୁଡା ଜିଲା ବେଲପାହାଡ଼ ଫାଟକରେ ଯୁବକଙ୍କୁ ଆକ୍ରମଣ। ଭୁଜାଲି ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଉଭୟ…

ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା

ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି…

ସିଭିଲ ସର୍ଭିସ ଆଶାୟୀଙ୍କୁ ପାଠ ପଢ଼ାଇଲେ ଜିଲାପାଳ: ଅଚାନକ ପହଞ୍ଚି…

ଭଞ୍ଜନଗର,୧୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରଠାରେ ସିଭିଲ ସର୍ଭିସ ପରୀକ୍ଷା ଦେବାପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କୁ ଗଞ୍ଜାମ ଲକ୍ଷ୍ୟ ନିକେତନ ଯୋଜନା ମାଧ୍ୟମରେ ତାଲିମ ପ୍ରଦାନ କରାଯାଉଛି। ଆଜିକୁ…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ…

ବିଦ୍ୟୁତ ଆଘାତ ଦେଇ ସ୍ବାମୀଙ୍କୁ ମାରିବାକୁ ଚେଷ୍ଟା କରୁଥିଲେ ସ୍ତ୍ରୀ, ନିଦରୁ ଉଠିପଡିଲେ ସ୍ବାମୀ, ଆଉ ତା’ପରେ…

ମୁମ୍ବାଇ, ୧୧।୫: ମହାରାଷ୍ଟ୍ରର ଯବତମାଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ସାତ ପ୍ରତିଜ୍ଞାର ଏକ ବିବାହ ହତ୍ୟା ଷଡ଼ଯନ୍ତ୍ରରେ ପରିଣତ ହୋଇଛି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri