ଧନତେରସରେ ସୁନା ଦୋକାନୀଙ୍କୁ ଝଟକା: ବସୁନ୍ଧରା ଜୁଏଲେରୀରେ ଜିଏସ୍‌ଟି ଚଢ଼ାଉ

ଭବାନୀପାଟଣା,୩୦।୧୦(ଉତ୍ତମ କୁମାର ଦାଶ): ଆଜି ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ। ଏନେଇ ସୁନା ଗହଣା କିଣିବାକୁ ଜୁଏଲେରୀ ଦୋକାନରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳିସ୍ଥିତିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ବସୁନ୍ଧରା ଜୁଏଲେରୀରେ ମଙ୍ଗଳବାର ଜିଏସ୍‌ଟି ଏବଂ ଏନ୍‌ଫୋର୍ସମେଣ୍ଟ ବିଭାଗ ବଡ଼ ଧରଣର ଚଢାଉ କରିଛି।

ଜିଏସ୍‌ଟି ଫାଙ୍କୁଥିବା ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଦୀର୍ଘ ସମୟ ଧରି ଅଧିକାରୀମାନେ ଦୋକାନର ବିଭିନ୍ନ କାଗଜପତ୍ର ସହ ଷ୍ଟକ୍‌ ଯାଞ୍ଚ କରୁଛନ୍ତି। ଏହି ଚଢ଼ାଉରେ ୯ ଜଣିଆ ଟିମ୍‌ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri