Posted inଖେଳ

ଆଇପିଏଲ ୨୦୨୩ର ଶେଷ ଲିଗ ମ୍ୟାଚରେ ଜିଟି-ଆରସିବି ମୁହାଁମୁହିଁ, ବର୍ଷା ଆଶଙ୍କା…

ବେଙ୍ଗାଲୁରୁ,୨୧।୫ : ଆଇପିଏଲ ୨୦୨୩ର ୭୦ ତମ ତଥା ଶେଷ ଲିଗ ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଗୁଜରାଟ ଟାଇଟାନ୍ସ(ଜିଟି)ମଧ୍ୟରେ ଖେଳାଯିବ। ଜିଟି ଟେବୁଲ ଟପ୍ପର ଭାବରେ ପ୍ଲେ ଅଫ ରେ ପହଞ୍ଚିଥିବାବେଳେ ଆରସିବି ପାଇଁ ଏହି ମ୍ୟାଚ ଜିତିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏଠାରେ ଏକ ବିଜୟ ଦଳକୁ ଶେଷ -୪କୁ ନେଇପାରେ ଏବଂ ଏକ ପରାଜୟ ଦଳର ପରବର୍ତ୍ତୀ ଯାତ୍ରାକୁ ଶେଷ କରିପାରେ। କିନ୍ତୁ ଏହି ସମୟରେ ବାଙ୍ଗାଲୋରର ପାଣିପାଗକୁ ଦେଖିଲେ ଆଜିର ବର୍ଷା ଆରସିବିର ଆଶାକୁ ନିରାଶାରେ ପରିଣତ କରିପାରେ ବୋଲ ଆଶଙ୍କା କରାଯାଉଛି।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳରେ ଫଫ ଡୁ ପ୍ଲେସିସ (ଅଧିନାୟକ), ଅନୁଜ ରାୱତ (ଓ୍ବିକେଟ କିପର), ବିରାଟ କୋହଲି, ଗ୍ଲେନ ମ୍ୟାକ୍ସୱେଲ, ମହିପାଲ ଲୋମୋର, ମାଇକେଲ ବ୍ରେସୱେଲ, ଶାହାବାଜ ଅହମ୍ମଦ, ୱେନ ପାର୍ନେଲ, ହର୍ଷଲ ପଟେଲ, କର୍ନ ଶର୍ମା, ମହମ୍ମଦ ସିରାଜ, ଦୀନେଶ କାର୍ତ୍ତିକ, ବିଜୟକୁମାର ଭାଇସ ଶର୍ମା, ସୁୟାଶ ପ୍ରଭାସସେ, କେଦାର ଯାଦବ, ସିଦ୍ଧାର୍ଥ କୌଲ, ୱାନିଣ୍ଡୁ ହାସାରଙ୍ଗା, ଜୋସ ହାଜଲେଉଡ, ଫିନ ଆଲେନ, ମନୋଜ ଭଣ୍ଡେଜ, ଆକାଶ ଦୀପ, ରାଜନ କୁମାର, ଅବିନାଶ ସିଂ, ସୋନୁ ଯାଦବ ପ୍ରମୁଖ ଅଛନ୍ତି।

ଗୁଜରାଟ ଟାଇଟାନ୍ସ ଦଳରେ ରିଦ୍ଧିମାନ ସାହା (ଓ୍ବିକେଟ କିପର), ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଶୁଭମାନ ଗିଲ, ସାଇ ସୁଦର୍ଶନ, ଡେଭିଡ ମିଲର, ଦସୁନ ଶାନାକା, ରାହୁଲ ତେୱାଟିଆ, ରସିଦ ଖାନ, ମୋହିତ ଶର୍ମା, ମହମ୍ମଦ ଶାମି, ନୁର ଅହମ୍ମଦ, ଯଶ ଦିନଲ, ଶ୍ରୀକର ଭାରତ, ବିଜୟ ଶଙ୍କର , ଦର୍ଶନ ନାଲକାଣ୍ଡେ, ରବିଶ୍ରୀନିବାସନ ସାଇ କିଶୋର, ଶିବମ ମାଭି, ମାଥ୍ୟୁ ୱେଡ, ଅଲଜାରି ଜୋସେଫ, ଅଭିନାଭ ମନୋହର, ଓଡେନ ସ୍ମିଥ, ଜୟନ୍ତ ଯାଦବ, ପ୍ରଦୀପ ସାଙ୍ଗୱାନ, ଉର୍ବିଲ ପଟେଲ ପ୍ରମୁଖ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri