Posted inଖେଳ

ଏମଆଇକୁ ୨୦୮ ରନର ବିଜୟ ଲକ୍ଷ୍ୟ ଦେଲା ଜିଟି…

ଅହମଦାବାଦ,୨୫।୪ : ଆପିଏଲ ୨୦୨୩ର ୩୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଗୁଜରାଟ ଟାଇଟାନ୍ସକୁ ମୁହାଁମୁହିଁ ହୋଇଛନ୍ତି। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଜିଟି ଟିମ ବ୍ୟାଟିଂ ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ଜିଟି ୬ ଓ୍ବିକେଟ ହରାଇ ୨୦୭ ରନ କରିଥିଲା। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୨୦୮ ରନ ରହିଛି।

ଜିଟି ପକ୍ଷରୁ ଶୁଭାମନ ଗିଲ ୫୬ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୧୩ ରନ, ବିଜୟ ଶଙ୍କର ୧୯ , ଅଭିନବ ମନୋହର ୪୨, ଡେଭିଡ ମିଲର ୪୬, ରାହୁଲ ତଓ୍ବୋତିଆ ୨୦ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି।…

ସ୍କୁଲରେ ପଶି ଉର୍ଦ୍ଦୁ ଶିକ୍ଷକଙ୍କୁ ପିଟିଲେ BJP କର୍ମୀ

ହାଇଦ୍ରାବାଦ,୨୯।୬: ତେଲଙ୍ଗାନାର ନିଜାମାବାଦରେ ଏକ ଘଟଣା ସାମ୍ନାକୁ ଆସିଛି, ଯାହା କଂଗ୍ରେସ ନେତା ଡକ୍ଟର ଶମା ମହମ୍ମଦଙ୍କୁ ତାଙ୍କ ନିଜ ସରକାରଙ୍କ ନିକଟରେ ଦୃଢ଼ ଦାବି କରିବାକୁ…

ବ୍ରେନ୍‌ ଷ୍ଟ୍ରୋକ୍‌ରୁ ରକ୍ଷା ପାଇବାକୁ ହେଲେ…

ଆମ ଶରୀରରେ ସୁଗାର ପରିମାଣ ସନ୍ତୁଳିତ ରହିବା ନିହାତି ଦରକାର। ଏହାଦ୍ୱାରା ଆମେ ନିଜକୁ କେତେକ ସ୍ବାସ୍ଥ୍ୟ ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିପାରିବା। ଯଦି ରକ୍ତରେ ସୁଗାର…

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା।  ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri