Posted inଖେଳ

ଆରଆର ପାଇଁ ୧୭୮ ରନର ବିଜୟ ଲକ୍ଷ୍ୟ ରଖିଲା ଜିଟି…

ଅହମଦାବାଦ,୧୬।୪ : ଆଇପିଏଲ ସିରିଜ ୧୬ର ୨୩ତମ ମ୍ୟାଚ ରବିବାର ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି।
ମ୍ୟାଚରେ ଆରଆର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଜିଟି ଟିମ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ଜିଟି ୭ ଓ୍ବିକେଟ ହରାଇ ୧୭୭ ରନ କରିଥିଲା। ଫଳରେ ଆରଆର ପାଇଁ ବିଜୟ ଲକ୍ଷ୍ୟ ୧୭୮ ରନ ରହିଛି।

ଜିଟି ପକ୍ଷରୁ ଶୁଭମାନ ଗିଲ ରନ କରିଥିବାବେଳେ ସାଇ ସୁଦର୍ଶନ ୨୦, ହାର୍ଦ୍ଦିକ ପାଣ୍ଡ୍ୟା ୨୮ ରନ, ଡେଭିଡ ମିଲର ୪୬, ଅଭିନବ ମନୋହର ୨୭ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri