Posted inଖେଳ

ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଲା ହାଇଦ୍ରାବାଦ

ଅହମ୍ମଦାବାଦ,୧୫।୫: ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ସୋମବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି।
ମ୍ୟାଚରେ ହାଇଦ୍ରାବାଦ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଗୁଜରାଟ ଗୁଜରାଟ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇବ। ପଏଣ୍ଟ ଟେବୁଲରେ ଜିଟି ଦଳ ପ୍ରଥମ ସ୍ଥାନରେ ଏବଂ ଏସଆରଏଚ ଦଳ ନବମ ସ୍ଥାନରେ ରହିଛି। ଜିଟି ୧୨ ଟି ମ୍ୟାଚ ଖେଳିଛି ଏବଂ ସେଥିରୁ ୮ ଟି ଜିତିଛି ଏବଂ ୪ ଟି ହାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri