Posted inଖେଳ

ଟସ ଜିତିଲା ଜିଟି, ପ୍ରଥମେ ବୋଲିଂ, ବର୍ଷା ଯୋଗୁ ମ୍ୟାଚରେ ବାଧା…

ବେଙ୍ଗାଲୁରୁ,୨୧।୫ : ଆଇପିଏଲ ୨୦୨୩ର ୭୦ତମ ତଥା ଶେଷ ଲିଗ ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି ) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ଖେଳାଯାଉଛି। ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଜିଟି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛି। ସେହିପରି ଆରସିବି ଦଳ ଅଧିନାୟକ ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଛି। ତେବେ ବର୍ଷା ଯୋଗୁ ମ୍ୟାଚ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri