Posted inଖେଳ

ଜିଟି ଜିତିଲା ଟସ, ପ୍ରଥମେ ବୋଲିଂ…

କୋଲକାତା,୨୯।୪ : ଆଇପିଏଲ ୨୦୨୩ ର ୩୯ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର)ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ଏହି ମ୍ୟାଚରେ ଗୁଜରାଟ ଦଳ ଟସ ଜିତିଛି। ଟସ ଜିତି ଦଳ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ସେହିପରି କୋଲକାତା ଦଳ ଅଧିନାୟକ ନୀତୀଶ ରାଣାଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଛି।

ଗୁଜରାଟ ଏହି ମ୍ୟାଚରେ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିବାକୁ ଚାହୁଁଛି ଏବଂ ପୂର୍ବ ପରାଜୟର ପ୍ରତିଶୋଧ ନେବାକୁ ଚାହୁଁଛି। ଏଥି ସହିତ କୋଲକାତା ଗୁଜରାଟ ଉପରେ କ୍ରମାଗତ ଦ୍ୱିତୀୟ ବିଜୟ ପଞ୍ଜିକରଣ କରିବ ପ୍ଲେ ଅଫ ଦୌଡ଼ରେ ରହିବାକୁ ଚାହୁଁଛି।

ଗୁଜରାଟ ଟାଇଟାନ୍ସ ପ୍ଲେଇଙ୍ଗ ୧୧ରେ ରିଦ୍ଧିମାନ ସାହା (ଓ୍ବିକେଟ କିପର), ଅଭିନଭ ମନୋହର, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ବିଜୟ ଶଙ୍କର, ଡେଭିଡ ମିଲର, ରାହୁଲ ତେୱାଟିଆ, ରସିଦ ଖାନ, ନୁର ଅହମ୍ମଦ, ମହମ୍ମଦ ଶାମି, ମୋହିତ ଶର୍ମା, ଜୋଶୁଆ ଲିଟିଲ ପ୍ରମୁଖ ଅଛନ୍ତି।

ସେହିପରି କୋଲକାତା ନାଇଟ ରାଇଡର୍ସ  ପ୍ଲେଇଙ୍ଗ ୧୧ରେ ଏନ ଜଗଦିଶନ, ରହମାନୁଲ୍ଲା ଗୁରୁବାଜ (ଓ୍ବିକେଟ କିପର), ଭେଙ୍କଟେଶ ଆୟର, ନୀତୀଶ ରାଣା (ଅଧିନାୟକ), ରିଙ୍କୁ ସିଂ, ଆଣ୍ଡ୍ରେ ରସେଲ, ସୁନୀଲ ନାରିନ, ଡେଭିଡ ଭିସା, ଶାର୍ଦ୍ଦୁଲ ଠାକୁର, ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତୀ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri