ଜିଟିର ସହଜ ବିଜୟ…

ମୁମ୍ବାଇ, ୧୦।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୭ତମ ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ସହଜ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୪୫ ରନ୍ ଲକ୍ଷ୍ୟର ପିଛା କରି  ଏଲଏସଜି ୧୩.୫ ଓଭରରେ  ସମସ୍ତ  ୱିକେଟ ହରାଇ  ୮୨ ରନ୍ କରିବାକୁ ସକ୍ଷମ ହୋଇ ପାରିଥିଲା ।

ଏଲ୍‌ଏସ୍‌ଜି ପକ୍ଷରୁ କ୍ୱିଂଟନ ଡି କକ ୧୦ ବଲରେ  ୧୧ ରନ୍ କରିଥିଲେ । ସେହିପରି ଦୀପକ ହୋଦା  ୨୬ ବଲରେ ୨୭ ରନ୍‌, ଅବେଶ ଖାନ୍  ୪  ବଲରେ ୧୨ ରନ୍ କରିଥିଲେ ।

ମହାରାଷ୍ଟ୍ରର ପୁଣେ ସ୍ଥିତ ମହାରାଷ୍ଟ୍ର କ୍ରିକେଟ୍‌ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଜିଟି ଟିମ୍‌ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏଲ୍‌ଏସ୍‌ଜି ଟିମ୍‌ ଅଧିନାୟକ କେ.ଏଲ୍‌. ରାହୁଲଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଥିଲା।

ନିଦ୍ଧାରିତ ୨୦ ଓଭରରେ ଜିଟି ଟିମ୍‌ ୪ ଓ୍ବିକେଟ ହରାଇ ୧୪୪ ରନ୍‌ କରି ଥିଲା। ଫଳରେ ଏଲ୍‌ଏସ୍‌ଜି ପାଇଁ ବିଜୟ ଲକ୍ଷ୍ୟ ୧୪୫ ରନ୍‌ ରହିଥିଲା।

ଜିଟି ପକ୍ଷରୁ ଡେଭିଡ୍‌ ମିଲର ୨୪ ବଲ୍‌ରେ ୨୬ ରନ୍‌ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୧୩ ବଲ୍‌ରେ ୧୧ ରନ୍‌ କରିଥିଲେ । ସେହିପରି ଶୁବମନ୍‌ ଗିଲ୍‌ ବିସ୍ଫୋରକ ବ୍ୟାଟିଂ କରି ୪୯ ବଲ୍‌ରେ ୬୩ ରନ୍‌ କରି ଅପରାଜିତ ରହିଥିଲେ। ଅପରପକ୍ଷରେ ମ୍ୟାଥ୍ୟୁ ଓ୍ବାଡେ ୭ ବଲ୍‌ରେ ୧୦ ରନ୍‌ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ବିସିସିଆଇରୁ ବିଦାୟ ନେବେ ସୌରଭ ଗାଙ୍ଗୁଲି-ଜୟ ଶାହ? ଜାଣନ୍ତୁ କ’ଣ ରହିଛି…

ନୂଆଦିଲ୍ଲୀ,୧୮।୧: ଭାରତର ଟେଷ୍ଟ ଅଧିନାୟକ ପଦକୁ ଛାଡ଼ିବା ଲାଗି ହଠାତ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇଥିଲେ ବିରାଟ କୋହଲି। ଏହାକୁ ନେଇ ଚର୍ଚ୍ଚା ଥମି ନ...

ମାଲିଙ୍ଗା ମ୍ୟାଜିକ୍‌: ଶ୍ରୀଲଙ୍କାର ସାନ୍ତ୍ୱନାମୂଳକ ବିଜୟ

ପାଲିକେଲ,୭।୯- ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଘରୋଇ ଶ୍ରୀଲଙ୍କା ୩୭ ରନରେ ବିଜୟୀ ହୋଇଛି। ପ୍ରଥମ ଦୁଇଟି ମ୍ୟାଚ୍‌ରେ ପରାସ୍ତ ହୋଇ...

କ୍ରୀଡ଼ାବିତ୍‌ଙ୍କ ସହଯୋଗ ଲୋଡ଼ିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୪ା୪ (ପି.ଟି.)-ଦେଶରେ କୋଭିଡ୍‌-୧୯ ମହାମାରୀର ପ୍ରକୋପ କ୍ରମେ ବୃଦ୍ଧି ପାଉଛି। ଏଥିଲାଗି ସଚେତନତା ଅଭିଯାନରେ ସାମିଲ ହେବା ଲାଗି ଦେଶର ପ୍ରମୁଖ କ୍ରୀଡ଼ାବିତ୍‌ଙ୍କ ସହଯୋଗ...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟେଷ୍ଟ:ଭାରତ ପ୍ରଥମେ ଟସ୍‌ ଜିଣି ବ୍ୟାଟିଂ ନିଷ୍ପତ୍ତି

ପୁଣେ,୧୦।୧୦: ପୁଣେର ଏମସିଏ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତ ପ୍ରଥମେ ଟସ୍‌ ଜିଣି...

ଚାର୍ଲି ଚାପ୍‌ଲିନ୍‌ ବେଶରେ ଷ୍ଟାଡିୟମରେ ଉତ୍ତମ

ରାଉରକେଲା ଅଫିସ,୨୯ା୧: ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଶନିବାର ଭାରତ ଦଳ ତାର ଶେଷ ମ୍ୟାଚ ଦକ୍ଷିଣ ଆଫ୍ରିକା ସହିତ ଖେଳିଥିଲା। ଏହି ଖେଳ...

‘ମୁର୍ଖଙ୍କ ଭଳି କାର୍ଯ୍ୟ କଲେ, ପରିଣାମ ଭୋଗିବାକୁ ପଡ଼େ’

ନୂଆଦିଲ୍ଲୀ,୧୭।୨: ମିଷ୍ଟର ଆଇପିଏଲ ଭାବେ ଜଣାଶୁଣା ସୁରେଶ ରାଇନା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଆଗାମୀ ସଂସ୍କରଣରେ ଖେଳିବେ ନାହିଁ। ଇତିହାସରେ ପ୍ରଥମ ଥର ପାଇଁ...

ଟସ ଜିତିଲା ଦକ୍ଷିଣ ଆଫ୍ରିକା, ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ରାଞ୍ଚି,୯।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାଞ୍ଚିରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ଟସ...

Advertisement
Archives

Model This Week