ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ

ପୁରୀ ଅଫିସ,୧୩।୩: ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ । ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ନୀତି କରାଯିବ । ଠାକୁରେ ଝିମିରି ଫଗୁ, ଚନ୍ଦନ ଓ ପ୍ରସାଦ ଲାଗି ହୋଇ ବନ୍ଦାପନା ହେବ । ଚାଚେରୀ ବେଶରେ ଶ୍ରୀବିଗ୍ରହ ବୋଇରାଣୀ(ବସ୍ତ୍ର) ମାଧାବଳୀ ଇତ୍ୟାଦି ନୂଆ ଲୁଗାମାନ ଲାଗି ହେବେ ।
ଛ’ଅ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ୪ ସୁବର୍ଣ୍ଣ କୁଣ୍ଡଳ ଓ ୨ ତଡ଼ଗୀ ଶ୍ରୀବିଗ୍ରହ ଭୂଷିତ ହେବେ। ଘଣ୍ଟା ଛତା ସର୍ବାଙ୍ଗ ୩ବାଡ଼ରେ ସମ୍ପନ୍ନ ହେବ । କର୍ପୂର ଆଳତି ବଢିବ । ତିନି ବା ଫଗୁ ଆଞ୍ଜୁଳି ଦେବା ପରେ ପାଳିଆ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ସିଂହାସନ ଉପରକୁ ଉଠି ପ୍ରସାଦ ମଇଲମ କରିବେ । ଏହି ଦିନ ଠାରୁ ୫ଦିନ ଧରି ଶ୍ରୀବିଗ୍ରହଙ୍କ ଏହି ଅନନ୍ୟ ବେଶ ଓ ଭୋଗ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଯୋଗେ ଚୋରା କାଠ ଚାଲାଣ: ନିରବ ଅଧିକାରୀ

କେସିଙ୍ଗା,୨୧।୧(ଡି.ଏନ୍‌.ଏ.): ସମ୍ବଲପୁର ରେଳ ଡିଭିଜନ୍‌ ଅନ୍ତର୍ଗତ ଲାଞ୍ଜିଗଡ଼, ଆମ୍ବାଦୁଲାଠାରୁ ରୁପ୍ରା, ନର୍ଲା, କେସିଙ୍ଗା ଓ ଟିଟିଲାଗଡ଼କୁ ବିଶାଖାପାଟଣା-ରାୟପୁର ପାସେଞ୍ଜରରେ କାଠ ଚାଲାଣ ହେଉଛି। କାଠ ମାଫିଆମାନେ...

କଳାହାଣ୍ଡିର ୧୫୬୭ ସ୍କୁଲରେ ତାଲା

ଭବାନୀପାଟଣା,୧୬।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ୧୩ଟି ବ୍ଲକର କାର୍ଯ୍ୟରତ ପ୍ରାଥମିକ ଶିକ୍ଷୟିତ୍ରୀ, ଶିକ୍ଷକମାନେ ୩ ଦଫା ଦାବି ନେଇ ଗତ ବୁଧବାରଠାରୁ ଆନ୍ଦୋଳନ ଜାରି...

ଚାରାରୋପଣ ବନାମ ଗଛ କଟା

ପାରାଦୀପ,୬।୭ (ଶରତ ରାଉତ)ଜଗତ୍‌ସିଂହପୁର ଜିଲା ପାରାଦୀପ ଅଞ୍ଚଳ ଦେଶର ସର୍ବାଧିକ ପ୍ରଦୂଷିତ ତାଲିକାରେ ଅଛି। ଦେଶର ଯେଉଁ ୮୮ ସହର ଅତ୍ୟଧିକ ପ୍ରଦୂଷଣ ତାଲିକା କେନ୍ଦ୍ର...

ତହସିଲଦାରଙ୍କ ଉପସ୍ଥିତିରେ ବିବାହ କଲେ ପ୍ରେମୀଯୁଗଳ

କୋକସରା,୧ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ହୋଇଛି। ବିବାହ ବନ୍ଧନରେ ବାନ୍ଧି ହୋଇଥିବା ପ୍ରେମୀଯୁଗଳ ହେଲେ ଧନସରା ଗ୍ରାମର ଖଗେଶ୍ୱର...

ଦାବି ପୂରଣ ନ ହେଲେ ପଡ଼ିବ ତାଲା: କୁଳପତିଙ୍କୁ ଦାବିପତ୍ର ଦେଲେ ଛାତ୍ରୀଛାତ୍ର

କେନ୍ଦୁଝର, ୨୨ା୮ (ସ୍ବ.ପ୍ର.)-ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର କେନ୍ଦୁଝର ଜିଲା ମୁଖ୍ୟାଳୟ ଠାରେ ଥିବା ଦ୍ୱିତୀୟ କ୍ୟାମ୍ପସରେ ବ୍ୟାପକ ଅବ୍ୟବସ୍ଥା ନେଇ ଛାତ୍ରୀଛାତ୍ର ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି।...

ବେଆଇନ ମଦ ବିକ୍ରି ନେଇ ତାତିଲେ ମହିଳା:ରାସ୍ତାରେ ଭାଙ୍ଗିଲେ ମଦ ବୋତଲ

ଜଳେଶ୍ୱର, ୧୨ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ସୁଗୋ ପଞ୍ଚାୟତରେ ବେଆଇନ ମଦ କାରବାର ନେଇ ମହିଳା ତାତି ଉଠିଛନ୍ତି। ଏହାକୁ ରୋକିବାକୁ...

୫୫ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଆନନ୍ଦପୁର,୧୨।୪(ସ୍ବ.ପ୍ର.): ବ୍ରାଉନ ସୁଗାର ଚୋରା ଚାଲାଣ ଅଭିଯୋଗରେ ବୁଧବାର ସମ୍ବଲପୁର ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଟିମ ଦ୍ୱାରା ଚଢାଉ କରାଯାଇଛି। ଏହି ଚଢାଉରେ ଆନନ୍ଦପୁର...

ଖରିଫ ଧାନରେ ମାଟିଆଗୁଣ୍ଡି ପୋକ

କେନ୍ଦ୍ରାପଡ଼ା ଅଫିସ, ୩୦ା୮:ଚଳିତ ବର୍ଷର ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷତି ଆକଳନ ସରିନାହିଁ। ରାଜକନିକା ଓ ଆଳି ବ୍ଲକ ଅଞ୍ଚଳରେ ପୁନର୍ବାର ବ୍ରାହ୍ମଣୀ, ଖରସ୍ରୋତା...

Advertisement
Archives

Model This Week