ଗାଁର ସବୁ ଲୋକଙ୍କ ପାଇଁ ବିକାଶର ଗ୍ୟାରେଣ୍ଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧୦: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଗୁରୁବାର ଭୁବନେଶ୍ବରରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

ଏଥିପାଇଁ ଖୋର୍ଦ୍ଧା ଜିଲାର ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀଗୁଡ଼ିକ ହେଲା ଜୟଦେବ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା। ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକରେ ୧୯୦ଟି ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ। ସେହିପରି ଜଗତସିଂହପୁର ଜିଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡ଼ିକ ହେଲା ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର। ଏଥିରେ ୮ଟି ବ୍ଲକର ୧୯୮ଟି ପଞ୍ଚାୟତରେ ୨୯୨୨ଟି ପ୍ରକଳ୍ପ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri