ବର୍ନାଡୋ ଆରେଭାଲୋ ହେବେ ଗୁଏଟମାଲାର ପରବର୍ତ୍ତି ରାଷ୍ଟ୍ରପତି

ଗୁଏଟମାଲା,୨୧।୮: ବର୍ନାଡୋ ଆରେଭାଲୋ ଗୁଏଟମାଲାର ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି। ରବିବାର ପର୍ଯ୍ୟନ୍ତ ଗୁଏଟମାଲାରେ ରାଷ୍ଟ୍ରପତି ନିର୍ବାଚନର ୯୫ ପ୍ରତିଶତ ଭୋଟ ଗଣତି ହୋଇ ସାରିଥିଲା, ଯେଉଁଥିରେ ୫୯.୧ ପ୍ରତିଶତ ଭୋଟ ବର୍ନାଡୋ ଆରେଭାଲୋଙ୍କୁ ମିଳିଥିଲା। ବର୍ନାଡୋ ଆରେଭାଲୋ ପୂର୍ବତନ ପ୍ରଥମ ମହିଳା ରାଷ୍ଟ୍ରପତି ସାଂଡ୍ରା ଟୋରେସକୁ ହରାଇଛନ୍ତି, ଟୋରେସଙ୍କୁ ମାତ୍ର ୩୬.୧ ପ୍ରତିଶତ ଭୋଟ ମିଳିଛି।

ପ୍ରୋଗ୍ରେସିଭ ମୁଭିମେଣ୍ଟୋ ସୋମିଲା ପାର୍ଟିର ପ୍ରାର୍ଥୀ ବର୍ନାଡୋ ଆରେଭାଲୋ ଜଣେ ପୂର୍ବତନ କୂଟନୀତିଜ୍ଞ। ଆଜି ଲୋକଙ୍କ ସ୍ବର କଥା ହୋଇଛି ଏବଂ ଏହା ସ୍ପଷ୍ଟ ଯେ ଆରେଭାଲୋ ନିର୍ବାଚନରେ ବହୁ ଭୋଟ ବ୍ୟବଧାନରେ ଜିତିଛନ୍ତି ବୋଲି ଗୁଏଟେମାଲା ନିର୍ବାଚନ ଟ୍ରିବ୍ୟୁନାଲର ସଭାପତି ଇର୍ମା ପାଲେନ୍ସିଆ ରବିବାର ରାତିରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ବର୍ନାଡୋ ଆରେଭାଲୋ ତାଙ୍କ ବିଜୟରେ ଖୁସି ବ୍ୟକ୍ତ କରିଛନ୍ତି ଏବଂ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ(ପୁର୍ବରୁ ଟୁଇଟର)ରେ ଏକ ପୋଷ୍ଟରେ ଲେଖିଛନ୍ତି ଯେ ‘ଲଙ୍ଗ ଲାଇଭ ଗୁଏଟେମାଲା।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri