Posted inଜାତୀୟ

ଆତଙ୍କବାଦୀ ସଙ୍ଗଠନର ଗାଇଡ ହାଜି ଆରିଫ ନିହତ

ନୂଆଦିଲ୍ଲୀ,୨୬ ।୧୧: ପାକିସ୍ତାନୀ ସେନା ଓ ଗୁଇନ୍ଦା ଏଜେନ୍ସି ଆଇଏସ ସହ ଆତଙ୍କବାଦୀ ସଙ୍ଗଠନକୁ ବଡ ଝଟକା ଲାଗିଛି । ଶୁକ୍ରବାର ଭାରତୀୟ ସୁରକ୍ଷାକର୍ମୀଙ୍କ ଦ୍ୱାରା ପାକିସ୍ତାନ ଆତଙ୍କବାଦୀ ସଙ୍ଗଠନର ଜଣେ ବଡ ଗାଇଡ ହାଜି ଆରିଫ ଲାଇନ ଅଫ କଣ୍ଟ୍ରୋଲ(ଏଲଓସି) ନିକଟରେ ନିହତ ହୋଇଛନ୍ତି । ଏହାସହ ତାଙ୍କର ଦୁଇ ସାଥିଙ୍କ ସହ ସୁରକ୍ଷାକର୍ମୀଙ୍କ ମୁହାଁମୁହିଁ ଜାରି ରହିଥିବା ସୂଚନା ରହିଛି । ହାଜି ଆରିଫ ପ୍ରଥମେ ପାକିସ୍ତାନୀ ସେନାରେ କାମ କରୁଥିଲେ । ହେଲେ ଆତଙ୍କବାଦୀ ଜମି ସହ ତାଙ୍କ ସମ୍ପର୍କକୁ ଦେଖି ପାକିସ୍ତାନ ପ୍ରଶାସନ ତାଙ୍କୁ ସୀମା ନିକଟରେ ଜାଗା ଦେଇ ଦେଇଥିଲେ ଓ ତାଙ୍କୁ ପାକିସ୍ତାନର ଧାରକୁଣ୍ଡି ଖୁରୈଟା ସେକ୍ଟରର ଲଞ୍ଚ ପ୍ୟାଡ କମାଣ୍ଡର କରି ଦିଆଯାଇଥିଲା ।
ସୁରକ୍ଷା ଏଜେନ୍ସିକୁ ସୂଚନା ରହିଥିଲା କି ଏଲଓସି ନିକଟରେ ୫-୬ ଆତଙ୍କବାଦୀ ଭାରତ ସୀମାରେ ପ୍ରବେଶ ପାଇଁ ଉଦ୍ୟମ କରୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ସୁରକ୍ଷାକର୍ମୀ ଭିମ୍ବର ଗଳି ଓ ଏହାର ଆଖପାଖ ଅଞ୍ଚଳରେ ଜଗି ରହିଥିଲେ । ଶେଷରେ ଉଭୟଙ୍କ ମଧ୍ୟରେ ମୁହାଁମୁହିଁ ହେବାରୁ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କୁ ସମାଲୋଚନା ବିରୋଧ ନୁହେଁ

ନୂଆଦିଲ୍ଲୀ,୬ା୪: ମାଲାୟାଲମ୍‌ ନ୍ୟୁଜ୍‌ ଚ୍ୟାନେଲ ମିଡିଆଓ୍ବାନ୍‌ ଉପରେ କେନ୍ଦ୍ର ସରକାର ଜାରି କରିଥିବା ପ୍ରସାରଣ କଟକଣାକୁ ବୁଧବାର ସୁପ୍ରିମକୋର୍ଟ ହଟାଇଦେଇଛନ୍ତି। ଏଥିସହ ଉକ୍ତ ଚ୍ୟାନେଲର ଲାଇସେନ୍ସକୁ...

କରୋନା ମହାମାରୀର ପ୍ରଥମ ବର୍ଷରେ ୩୦ ଲକ୍ଷରୁ ଅଧିକ ଭାରତୀୟ ଶିଶୁ ସମୟ ପୂର୍ବରୁ ହୋଇଛନ୍ତି ଜନ୍ମ…

ନୂଆଦିଲ୍ଲୀ/ଜେନେଭା,୧୦।୫ : କରୋନାର ପ୍ରଥମ ବର୍ଷରେ ଭାରତରେ ୩୦ ଲକ୍ଷରୁ ଅଧିକ ଶିଶୁ ସମୟ ପୂର୍ବରୁ ଜନ୍ମ ହୋଇଥିଲେ। ୨୦୨୦ ମସିହାରେ, ସମଗ୍ର ବିଶ୍ୱରେ ପ୍ରାୟ...

୩ ମାସର ଶିଶୁକନ୍ୟାକୁ ୫୧ ଥର ଚେଙ୍କ

ଭୋପାଳ,୨୭।୧: ୩ ମାସର ଶିଶୁକନ୍ୟାକୁ ୫୧ ଥର ଗରମ ରଡରେ ଚେଙ୍କ ଦିଆଯିବା ଘଟଣା ସାମ୍ନାକୁ ଆସିଛି। ମଧ୍ୟପ୍ରଦେଶର ଶହଡୋଲ ଜିଲାରେ ଏଭଳି ଅଭାବନୀୟ ଘଟଣା...

ଟିଭିରେ ଦେଖିଲେ ମୋଦିଙ୍କ ମା’

ଅହମଦାବାଦ,୩୧।୫ :ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ତାଙ୍କ ମା’ ହୀରାବେନ୍‌ ନୂଆଦିଲ୍ଲୀରୁ ୯୦୦ କିଲୋମିଟର ଦୂର ଅହମଦାବାଦର ରାଇସାନ୍‌ସ୍ଥିତ...

ଦିଗ୍‌ବିଜୟ ସିଂଙ୍କୁ ବର୍ଷେ ଜେଲ

ଭୋପାଳ,୨୭।୩: ଭାଜପା ଯୁବ ମୋର୍ଚ୍ଚା କର୍ମୀଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କୁ ଇନ୍ଦୋର...

୩୦ ସେପ୍ଟେମ୍ବରରେ ବାବରୀ ମସଜିଦ୍‌ ଭଙ୍ଗା ରାୟ: ଆଡ଼ଓ୍ବାଣୀ-ଯୋଶୀଙ୍କୁ ଉପସ୍ଥିତ ରହିବାକୁ ନୋଟିସ୍‌

ନୂଆଦିଲ୍ଲୀ, ୧୬।୯: ବାବରୀ ମସଜିଦ୍‌ ଭଙ୍ଗା ମାମଲାର ରାୟ ସେପ୍ଟେମ୍ବର ୩୦ରେ ଆସିବ। ଏନେଇ ଲକ୍ଷ୍ନୌସ୍ଥିତ ସ୍ପେଶାଲ ସିବିଆଇ କୋର୍ଟ ପକ୍ଷରୁ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ...

ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୫: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଏହି ବୈଠକରେ ଦୁଇ ନେତା ଜାତୀୟ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା...

କଂଗ୍ରେସର ହାତ ଛାଡ଼ିପାରନ୍ତି ରୋଶନ

ବେଙ୍ଗାଲୁର,୨୧।୫: ଏକ୍‌ଜିଟ୍‌ ପୋଲ୍‌ ଆସିବା ପରେ କର୍ନାଟକ କଂଗ୍ରେସରେ ବିଦ୍ରୋହର ମାହୋଲ ଦେଖାଦେଇଛି। ଏଥିଯୋଗୁ ରାଜ୍ୟ ଜେଡିଏସ୍‌ ଓ କଂଗ୍ରେସର ମେଣ୍ଟ ସରକାର ଉପରେ ସମସ୍ୟା...

Advertisement
Archives

Model This Week