ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡ୍‌ଲାଇନ୍‌ ଜାରି

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡ୍‌ଲାଇନ୍‌ ଜାରି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସି ଏହି ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପ୍ରଚାର ସମୟରେ ବହୁଜନ ସମାବେଶ ଉପରେ ରୋକ ଲଗାଇଛନ୍ତି। ସର୍ବାଧିକ ୧୦୦ ଜଣରେ ରାଜନୈତିକ ସମାବେଶକୁ ଅନୁମତି ମିଳିଛି। ଖୋଲା ସ୍ଥାନରେ ସମାବେଶ ହେଲେ ସାମାଜିକ ଦୂରତା ଏବଂ ମାସ୍କ ବାଧ୍ୟତାମୂଳକ। ଗଣତି କେନ୍ଦ୍ର ଆଗରେ ଏକାଠି ହୋଇପାରିବେନି ଜନସାଧାରଣ। ଶୋଭାଯାତ୍ରାରେ ମଧ୍ୟ କଟକଣା ଲାଗୁ କରାଯାଇଛି।

ନିର୍ବାଚନ ପ୍ରକ୍ରିୟାରେ ଅଂଶଗ୍ରହଣ କରୁଥିବା ସମସ୍ତ ବ୍ୟକ୍ତିବିଶେଷ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ନିର୍ବାଚନ ପରିଚାଳନାରେ ଅଂଶଗ୍ରହ କରୁଥିବା ବ୍ୟକ୍ତି ଡବଲ ଡୋଜ୍‌ ଟିକା ନେବେ । ଭୋଟଦାନ କେନ୍ଦ୍ରକୁ ସାନିଟାଇଜ୍‌ କରାଯିବା ସହିତ ସମସ୍ତଙ୍କର ଥର୍ମାଲ ସ୍କ୍ରିନିଂ କରାଯିବ। ନାମାଙ୍କନ ସମୟରେ ପ୍ରାର୍ଥୀଙ୍କ ସହିତ କେବଳ ଜଣେ ନାମାଙ୍କନ ଦାଖଲ କରିବାକୁ ଯିବେ। ଏଥିରେ କେହି ବିଶୃଙ୍ଖଳା ସୃଷ୍ଟି କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri