ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଜାରି ହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର, ୨୫।୧: କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେବ ସାଧାରଣତନ୍ତ୍ର ଦିବସ। ଏଥି ପାଇଁ ସ୍ବତନ୍ତ୍ର ରିଲିଫ କମିଶନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏସ୍‌ଆରସିଙ୍କ ନିର୍ଦ୍ଦେଶ ଅନୁଯାୟୀ, ବ୍ୟକ୍ତିଗତ ଭାବେ ଘରେ ପତାକା ଉତ୍ତୋଳନ ପାଇଁ ୫ ଜଣଙ୍କୁ ଅନୁମତି ଦିଆଯାଇଥିବା ବେଳେ ଆନୁଷ୍ଠାନିକ ଭାବେ ୧୦ ଜଣଙ୍କୁ ଅନୁମତି ଦିଆଯାଇଛି। ପତାକା ଉତ୍ତୋଳନ ବେଳେ କୋଭିଡ୍‌ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି। ସେହିପରି ସାମାଜିକ ଦୂରତା, ମାସ୍କ ଓ ସାନିଟାଇଜେସନକୁ ଗୁରୁତ୍ୱ ଦିଆଯିବାକୁ ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ନେଇ ବିଏମ୍‌ସି ପକ୍ଷରୁ ପ୍ରସ୍ତୁତି

ଭୁବନେଶ୍ୱର,୨।୫(ବ୍ୟୁରୋ): ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ବିଏମ୍‌ସି ପକ୍ଷରୁ ସୋମବାର ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଛି। ଏଥିରେ ସମ୍ଭାବ୍ୟ ବାତ୍ୟା ନେଇ ଆଲୋଚନା ହୋଇଥିବା...

ଗିରଫ ହେଲେ ପ୍ରାଣୀଧନ ନିରୀକ୍ଷକ

ଭୁବନେଶ୍ୱର,୬।୫(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଶୁକ୍ରବାର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଗୁରୁବାର କଟକ ଓ ଖୋର୍ଦ୍ଧା ଜିଲାର...

ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି :ବଛ୍‌ରେ ହେଲା ପରହର ଘରେ ମୁଡ଼ ଗୁଁଜିଛନ୍‌

  ଅତାବିରା, ୧୦।୧୨ (ଡି.ଏନ.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରକେ ଆବାସ ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ...

ମଙ୍ଗଳାଯୋଡ଼ିରେ ଲିୟୁସିଷ୍ଟିକ କମନ୍‌ ମୁରହେନ୍‌ ପକ୍ଷୀ ଠାବ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ଚିଲିକା ମଙ୍ଗଳାଯୋଡ଼ିରେ ଠାବ ହୋଇଛି ବିରଳ ରଙ୍ଗର ନଳ କାମ ପ୍ରଜାତିର ପକ୍ଷୀ। ଇଂଲିଶରେ ଏହାକୁ କମନ୍‌ ମୁର୍‌ହେନ୍‌ କୁହାଯାଏ। ଏହାର ଜୁଲୋଜିକାଲ୍‌ ନାମ...

୭ଥର ଜେରା ହୋଇଥିଲେ ଆଶୀର୍ବାଦ

ଭୁବନେଶ୍ୱର, ୨୦-୯ (ବ୍ୟୁରୋ):ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ସଂସ୍ଥା (ଏଟି ଗ୍ରୁପ୍‌) ମହାଠକେଇ ମାମଲାରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗୁରୁବାର ଗିରଫ...

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା...

ମୃତ୍ୟୁ ତଥ୍ୟକୁ ନେଇ ବିବାଦ

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନାର ଦ୍ୱିତୀୟ ଲହର ମାରାତ୍ମକ ସାବ୍ୟସ୍ତ ହୋଇଛି। ଦେଶରେ ଗତ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ସରକାରୀ ତଥ୍ୟ ଅନୁସାରେ ହାରାହାରି ପ୍ରାୟ ୪୦୦୦...

ସାବାଡ ହେବେ ଅମାନିଆ: ପୋଲିସ ଡିଜିପି

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ଭୁବନେଶ୍ୱର-କଟକରେ ସାବାଡ ହେବେ ଅମାନିଆ। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଗିଦ ପରେ ଅମାନିଆଙ୍କୁ ସାବାଡ ପାଇଁ ଡିଜିପି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ମାର୍କେଟ ଅଞ୍ଚଳରେ...

Advertisement
Archives

Model This Week