ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଜାରି ହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର, ୨୫।୧: କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେବ ସାଧାରଣତନ୍ତ୍ର ଦିବସ। ଏଥି ପାଇଁ ସ୍ବତନ୍ତ୍ର ରିଲିଫ କମିଶନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏସ୍‌ଆରସିଙ୍କ ନିର୍ଦ୍ଦେଶ ଅନୁଯାୟୀ, ବ୍ୟକ୍ତିଗତ ଭାବେ ଘରେ ପତାକା ଉତ୍ତୋଳନ ପାଇଁ ୫ ଜଣଙ୍କୁ ଅନୁମତି ଦିଆଯାଇଥିବା ବେଳେ ଆନୁଷ୍ଠାନିକ ଭାବେ ୧୦ ଜଣଙ୍କୁ ଅନୁମତି ଦିଆଯାଇଛି। ପତାକା ଉତ୍ତୋଳନ ବେଳେ କୋଭିଡ୍‌ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି। ସେହିପରି ସାମାଜିକ ଦୂରତା, ମାସ୍କ ଓ ସାନିଟାଇଜେସନକୁ ଗୁରୁତ୍ୱ ଦିଆଯିବାକୁ ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ରିଲିଜିୟନ କନ୍‌ଫରେନ୍ସରେ କାର୍ଯ୍ୟକାରୀ ବାଚସ୍ପତି

ଭୁବନେଶ୍ୱର, ୨୨ା୮(ସୁନିତ୍‌ ମିଶ୍ର):ରାଜ୍ୟ ବିଧାନସଭାର କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହ ଏବଂ ସଚିବ ଦାଶରଥି ଶତପଥୀ ରାଜସ୍ଥାନର ଉଦୟପୁରଠାରେ ଅନୁଷ୍ଠିତ ହେଉଥିବା ନବମ କମନୱେଲ୍‌ଥ ପାର୍ଲାମେଣ୍ଟାରୀ...

ଜଗନ୍ନାଥ ବନ ପ୍ରକଳ୍ପ ବିଫଳ

ପୁରୀ ଅଫିସ, ୯।୫: ଶ୍ରୀମନ୍ଦିର ପ୍ରଶାସନ ପ୍ରଚେଷ୍ଟାରେ ନୟାଗଡ଼ ଜଙ୍ଗଲରେ ଗଢ଼ିଉଠିଥିଲା ଜଗନ୍ନାଥ ବନ ପ୍ରକଳ୍ପ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଏହି ପ୍ରକଳ୍ପରୁ...

ହାଇସ୍କୁଲରେ ପାଠପଢାଇଲେ ମନ୍ତ୍ରୀ ପ୍ରତାପ ଜେନା

କୁଆଁରମୁଣ୍ଡା,୨୩।୯(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୁମଝରିଆ ହାଇସ୍କୁଲକୁ ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୋମବାର ଅଚାନକ ପରିଦର୍ଶନ କରିଥିଲେ।...

ଜାନୁୟାରୀ ୪ରୁ ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଚିଲିକାରେ ଜାନୁୟାରୀ ୪ ତାରିଖରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥି ପାଇଁ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ତେବେ...

ଚିନ୍ମୟୀ ସାହୁ ମୃତ୍ୟୁ ମାମଲା: ତଦନ୍ତ ଅଗ୍ରଗତି ନେଇ ରିପୋର୍ଟ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର,୧।୫(ବ୍ୟୁରୋ): ଭିସୁଟ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲାରେ ତଦନ୍ତର ଅଗ୍ରଗତି ନେଇ ହାଇକୋର୍ଟ ଷ୍ଟାଟସ ରିପୋର୍ଟ ମାଗଛନ୍ତି। ସେପଟେ ଏହି ମାମଲାରେ ପରବର୍ତ୍ତୀ ଶୁଣାଣି...

ଆସୁଛି ଆଉ ଏକ ପଶ୍ଚିମାଝଡ଼

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମାଝଡ଼। ଆସନ୍ତା ୨୬ରୁ ପଶ୍ଚିମା ଝଡ-ପ୍ରଭାବରେ ରାଜ୍ୟରେ ବର୍ଷା, ବିଜୁଳି ଘଡଘଡି ସହ ଝଡ-ପବନ ଘଣ୍ଟା ପ୍ରତି ୩୦ ରୁ...

ରକ୍ତ ହେଲା ପର: ପ୍ରତିଶୋଧରୁ ଗୁଳିମାଡ

ଖୋର୍ଦ୍ଧା ଅଫିସ, ୨ା୭:ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ଝିଣ୍ଟିକାପଲ୍ଲୀ ଗ୍ରାମରେ ଗୁରୁବାର ଗୁଳି ଫୁଟିଛି। ସାନଭାଇ ଗୁଳିମାଡ଼ରେ ବଡଭାଇ ଗୁରତର ଆହତ ହୋଇଛନ୍ତି। ଗୁରୁତର...

କୁମ୍ଭମେଳା ଫେରନ୍ତାଙ୍କ ପାଇଁ ଆର୍‌ଟି-ପିସିଆର୍‌ ବାଧ୍ୟତାମୂଳକ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶାରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର କେତେକ କଡ଼ା ସତର୍କତା ଅବଲମ୍ବନ କରୁଛନ୍ତି। ଏହି କ୍ରମରେ ଉତ୍ତରାଖଣ୍ଡ ସରକାରଙ୍କ ଦ୍ୱାରା ପଞ୍ଜୀକୃତ...

Advertisement
Archives

Model This Week