କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍‌ଲାଇନ୍‌

କଟକ ଅଫିସ,୧୬।୧୧: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ କଟକରେ କଟକଣା ଜାରି ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ବିଭିନ୍ନ ଜଳାଶୟ କୂଳରେ ଲୋକଙ୍କର ପ୍ରବଳ ସମାଗମ ହୋଇଥାଏ। ତେଣୁ ଲୋକଙ୍କ ସୁରକ୍ଷା ଓ କୋଭିଡ ବ୍ୟାପିବା ଆଶଙ୍କାରେ କେହି ଜଳାଶୟକୁ ଯାଇ ଡଙ୍ଗା ଭସାଇ ପାରିବେ ନାହିଁ। ଏହାସହ ବୁଡପକାଇ ପାରିବେ ନାହିଁ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ଗାଇଡଲାଇନ ଜାରି କରିଥିବା ମଙ୍ଗଳବାର କଟକ ଡିସିପି ପ୍ରତୀକ ସିଂଙ୍କ ଏନେଇ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, କୋଭିଡ ସଂକ୍ରମଣକୁ ଏଡାଇବାକୁ ଆସନ୍ତା ୧୯ ତାରିଖ କାର୍ତ୍ତିକ ପୂର୍ଣ୍ଣିମା ଓ ବଡ଼ ଓଷା ପାଇଁ ବିଏମସି ପକ୍ଷରୁ କଟକଣା ମଧ୍ୟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri