ଜାରି ହେଲା ଅଗଷ୍ଟ ମାସ ପାଇଁ ଗାଇଡଲାଇନ; ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା ?

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନଜର ପକାନ୍ତୁ ଅଗଷ୍ଟ ପାଇଁ ରାଜ୍ୟ ସରକାର କରିଥିବା ନୂଆ ଗାଇଡଲାଇନରେ କ’ଣ କଟକଣା, କ’ଣ କୋହଳ?

କ’ଣ ଖୋଲା ?
ସମସ୍ତ ସରକାରୀ ବ୍ୟବସ୍ଥା ଜାରି ରହିବ
ଓଲା ଓ ଉବେର ଗାଡ଼ି ସେବା ଜାରି ରହିବ
ସେଲୁନ, ବିଉଟି ପାର୍ଲର ଖୋଲିବ
ଅଗଷ୍ଟ ୫ରୁ ଖୋଲିବ ଯୋଗ କେନ୍ଦ୍ର ଓ ଜିମ
ଦୋକାନ, ବଜାର ଖୋଲିବ
ଅର୍ଥନୈତିକ କାର୍ଯ୍ୟକଳାପ ଚାଲିବ
ଇ-କର୍ମସ ଜାରି ରହିବ
ସ୍କୁଲ, କଲେଜ ବନ୍ଦ ମାତ୍ର ପରୀକ୍ଷା ହେବ ଓ ଖାତାଦେଖା ଚାଲିବ
ରାଜ୍ୟ ଭିତରେ ଓ ରାଜ୍ୟ-ରାଜ୍ୟ ଭିତରେ ଯାତାୟତ ଚାଲିବ

କ’ଣ ବନ୍ଦ?
୪ ଜିଲା ଓ ଗୋଟିଏ ସହରରେ ୨ ଦିନିଆ ସାପ୍ତାହିକ ଶଟଡାଉନ୍‌
ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଜିଲାରେ ଶନିବାର, ରବିବାର ଶଟଡାଉନ
ଅଗଷ୍ଟ ୩୧ ପର୍ଯ୍ୟନ୍ତ ଧାର୍ମିକ ଅନୁଷ୍ଠାନ, ସିନେମା ହଲ, ସୁଇମିଂ ପୁଲ ବନ୍ଦ
ଅଗଷ୍ଟ ୩୧ ଯାଏ ବନ୍ଦ ରହିବ ସ୍କୁଲ, କଲେଜ
ଧାମିର୍ର୍କ, ସାମାଜିକ, ସାଂସ୍କୃତିକ, ରାଜନୈତିକ ସମାବେଶ ବନ୍ଦ
ପୂର୍ବଭଳି ଜାରି ରହିବ ନାଇଟ କର୍ଫ୍ୟୁ
ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ ଓ କାର୍ଯ୍ୟାଳୟ
କଣ୍ଟେନମେଣ୍ଟ ଜୋନରେ ପୂର୍ବଭଳି କଟକଣା ଜାରି ରହିବ


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri