ଟିକା ପରିବହନ ଲାଗି ଗାଇଡ୍‌ଲାଇନ

ନୂଆଦିଲ୍ଲୀ, ୯।୧(ପି.ଟି.): କୋଭିଡ୍‌ ଟିକା ପରିବହନ ଯୋଜନାରେ ଥିବା ସମସ୍ତ ବିମାନ ଅପରେଟରଙ୍କ ପାଇଁ ବିମାନ ଚଳାଚଳ ମହାନିର୍ଦ୍ଦେଶକ (ଡିଜିସିଏ) ଶୁକ୍ରବାର ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହି ଟିକାକୁ ଡ୍ରାଏ ଆଇସ୍‌ରେ ପ୍ୟାକ୍‌ କରି ଦେଶର ବିଭିନ୍ନ ସ୍ଥାନକୁ ନେବାକୁ ହେବ। ବିମାନର ଯାତ୍ରୀ କ୍ୟାବିନରେ ନେଲାବେଳେ ସମ୍ଭାବ୍ୟ ପରିବହନ ଜନିତ ବିପଦର ମୁକାବିଲା ଲାଗି କର୍ମଚାରୀମାନେ ତାଲିମ ନେବା ଆବଶ୍ୟକ ବୋଲି ଗାଇଡ୍‌ଲାଇନରେ କୁହାଯାଇଛି। ସ୍ବାଭାବିକ୍‌ ବାୟୁମଣ୍ଡଳୀୟ ଚାପରେ ଡ୍ରାଏ ଆଇସ୍‌ କାର୍ବନ ଡାଇଅକ୍ସାଇଡ୍‌କୁ ବିଯୁକ୍ତ ୭୮ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରାରେ ପହଞ୍ଚାଇପାରିବ। ସେଥିପାଇଁ ଏହାକୁ ‘ବିପଜ୍ଜନକ ସାମଗ୍ରୀ’ ତାଲିକାରେ ସାମିଲ କରାଯାଇଛି। ସମ୍ଭାବ୍ୟ ବିପଦର ମୁକାବିଲା ପାଇଁ କ୍ୟାବିନରେ ଯଥେଷ୍ଟ ସଂଖ୍ୟାରେ କାର୍ବନ ଡାଇଅକ୍ସାଇଡ୍‌ ଡିଟେକ୍ଟର ରଖିବାକୁ ଡିଜିସିଏ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?