ଚିଡ଼ିଆଖାନା, ହରିଣ ପାର୍କ ପାଇଁ ଆସିଲା ଗାଇଡ଼ଲାଇନ

ଭୁବନେଶ୍ୱର, ୩୦।୯(ବ୍ୟୁରୋ)- ରାଜ୍ୟରେ ଥିବା ଚିଡ଼ିଆଖାନା ଓ ହରିଣ ପାର୍କ ଆସନ୍ତା ୪ ରୁ ଖୋଲିବ। ଖୋଳିବା ପୂର୍ବରୁ ରାଜ୍ୟ ସରକାର ଗାଇଡ଼ଲାଇନ ଜାରି କରିଛନ୍ତି। ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ଏହି ଗାଇଡ଼ଲାଇନ ଜାରି କରାଯାଇଛି। ପର୍ଯ୍ୟଟକ, କର୍ମଚାରୀ ଓ ପ୍ରାଣୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେବା ପାଇଁ ଗାଇଡ଼ଲାଇନ୍‌ରେ ଉଲ୍ଲେଖ କରାଯାଇଛି। ଗାଇଡ଼ଲାଇନ ଅନୁସାରେ ବଡ଼ ପ୍ରାଣୀ ଉଦ୍ୟାନକୁ ସର୍ବାଧିକ ୧୫ ଶହ ପର୍ଯ୍ୟଟକ, ଛୋଟ ପ୍ରାଣୀ ଉଦ୍ୟାନକୁ ୭୫୦ ଓ ସବୁଠାରୁ ଛୋଟ ବା ହରିଣ ପାର୍କକୁ ସର୍ବାଧିକ ୩୦୦ ପର୍ଯ୍ୟଟକ ଯାଇପାରିବେ। ଏହାସହ ପର୍ଯ୍ୟଟକମାନଙ୍କୁ ଅନଲାଇନରେ ଟିକେଟ ମିଳିବ। ବିନା ମାସ୍କରେ ପର୍ଯ୍ୟଟକମାନଙ୍କୁ ଚିଡ଼ିଆଖାନା ଭିତରକୁ ଛଡ଼ାଯିବ ନାହିଁ। ଜର, ଥଣ୍ଡା ଓ କାଶ ଥିଲେ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ। ଏଥିସହ ପ୍ରବେଶ ଦ୍ୱାରରେ ଦେହର ତାପମାତ୍ରା ମଧ୍ୟ ମପାଯିବ। ବରିଷ୍ଠ ନାଗରିକ ଓ ଶିଶୁମାନଙ୍କୁ ଚିଡ଼ିଆଖାନା ନ ବୁଲିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri