Posted inଜାତୀୟ

ଶିକ୍ଷାର୍ଥୀଙ୍କ ନିରାପତ୍ତା ପାଇଁ ଜାରି ହେଲା ଗାଇଡ୍‌ଲାଇନ୍‌, ଏଥିରେ ରହିଛି…

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶିକ୍ଷାର୍ଥୀଙ୍କ ନିରାପତ୍ତା ପାଇଁ ଜାରି ହୋଇଛି ଗାଇଡ୍‌ଲାଇନ୍‌। ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟଗୁଡ଼ିକର ନିରାପତ୍ତା ଯାଞ୍ଚ ବାଧ୍ୟତାମୂଳକ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି। ଶିକ୍ଷାର୍ଥୀଙ୍କ ମନସ୍ତାତ୍ତ୍ବିକ ବିକାଶ ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଅଭିଭାବକ, ସ୍ଥାନୀୟ ବ୍ୟକ୍ତିବିଶେଷ ସ୍କୁଲରେ ବିପଦ ଥିଲେ ଅବଗତ କରିପାରିବେ ବୋଲି ଗାଇଡ୍‌ଲାଇନ୍‌ରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବେ ବ୍ରିଜଭୂଷଣ ଶରଣ ସିଂହ? ପୂରା ପ୍ଲାନ କହିଲେ ପୁଅ ପ୍ରତୀକ

ନୂଆଦିଲ୍ଲୀ,୨।୫: ଆସନ୍ତା ବର୍ଷ ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି, କିନ୍ତୁ ରାଜନୈତିକ ଉଷ୍ମତା ତୀବ୍ର ହେବା ଆରମ୍ଭ ହୋଇସାରିଛି। ଏହା ମଧ୍ୟରେ, ଭାରତୀୟ ଜନତା…

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍‌ରେ ଥିବା…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ…

ସୁପ୍ରିମକୋର୍ଟରୁ TMCକୁ ଶକ୍ତ ଝଟକା, କୋର୍ଟ କହିଲେ, ‘କେନ୍ଦ୍ରୀୟ କର୍ମଚାରୀଙ୍କୁ ବିଶ୍ୱାସ କରନ୍ତୁ’

ନୂଆଦିଲ୍ଲୀ,୨।୫: ଶନିବାର ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (TMC) ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri