Posted inଫୁରସତ

ଦାଢିରେ ୬୩ କିଲୋ ମହିଳାଙ୍କୁ ଉଠାଇ କଲେ ବିଶ୍ୱ ରେକର୍ଡ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୨ ।୧୧: ନିକଟରେ ଗିନିଜ ୱାର୍ଲଡ ରେକର୍ଡ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିବା ପରେ ଏବେ ଏହା ଭାଇରାଲ ହୋଇଛି । ଯେଉଁଥିରେ ଜଣେ ବ୍ୟକ୍ତି ୬୩ କିଲୋଗ୍ରାମର ଜଣେ ମହିଳାଙ୍କୁ ତାଙ୍କ ଦାଢିରେ ଉଠାଉଥିବା ଦେଖାଯାଇଛି । ଉକ୍ତ ବ୍ୟକ୍ତିଙ୍କ ନାଁ ଏଣ୍ଟାନାସ କଣ୍ଟ୍ରିମାସ । ସେ ତାଙ୍କ ଦାଢିରେ ୬୩.୮୦ କିଲୋଗ୍ରାମର ମହିଳାଙ୍କୁ ଉଠାଇ ବିଶ୍ୱ ରେକର୍ଡ କରିଛନ୍ତି । ଏବେ ଏହି ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି । ଏହାକୁ ଦେଖି ଲୋକେ ଭିନ୍ନ ଭିନ୍ନ କମେଣ୍ଟ ଦେଉଛନ୍ତି । କେହି କେହି ଏଣ୍ଟାନାସଙ୍କ କଷ୍ଟକଥା କହିଥିବା ବେଳେ ଆଉ କେହି କେହି ଏହି ଭିଡିଓକୁ ଦେଖି ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ, ନିକଟରେ ଗିନିଜ ୱାର୍ଲଡ ରେକର୍ଡସ ଆଉ ଏକ ଭିଡିଓ ଶେୟାର କରିଥିଲା, ଯେଉଁଥିରେ ଜଣେ ମହିଳା ତାଙ୍କ ବାଇସେପ ମାଧ୍ୟମରେ ସେଓ ଭାଙ୍ଗି ଦେଉଥିଲେ । ଆଉ ଉକ୍ତ ଭିଡିଓଟି ଅପଲୋଡ ହେବାର କିଛି ସମୟ ପରେ ଭାଇରାଲ ହେବାରେ ଲାଗିଥିଲା । ୟୁଜର୍ସ ମହିଳା ଜଣଙ୍କୁ ଶୁଭେଚ୍ଛା ଜଣାଇବା ଆରମ୍ଭ କରି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri