Posted inଫୁରସତ

ପାଣି ଭିତରେ କିସ୍‌ କରି ଗିନିଜ୍‌ ୱାଲର୍‌ଡ ରେକଡର୍‌ସ

କେପ୍‌ଟାଉନ: ନିକଟରେ ପ୍ରେମୀଯୁଗଳ ଭାଲେଣ୍ଟାଇନ୍‌ ଡେ’ ପାଳନ କରିଛନ୍ତି। ତେବେ ଜଣେ ଦମ୍ପତି ଏହି ଦିବସକୁ ଏକ ଭିନ୍ନ ଭାବେ ପାଳନ କରି ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକଡର୍‌ସରେ ନିଜ ନାମ ଲେଖାଇଛନ୍ତି। ଦମ୍ପତି ସାଉଥ୍‌ ଆଫ୍ରିକାର ବେଥ୍‌ ଲେଇଲେ ଏବଂ କାନାଡାର ମାଇଲ୍ସ କ୍ଲଉଟିର୍‌ ପାଣି ଭିତରେ କିସ୍‌ କରି ବିଶ୍ୱ ରେକର୍ଡ କରିଛନ୍ତି। ସେମାନେ ପାଣି ଭିତରେ ରହି ୪ ମିନିଟ୍‌ ୬ ସେକେଣ୍ଡ ପର୍ଯ୍ୟନ୍ତ କିସ୍‌ କରିଥିଲେ, ଯାହାକି ପୂର୍ବ ରେକର୍ଡକୁ କାଟି ଦେଇଛି। ପୂର୍ବ ରେକର୍ଡରେ ଏହାର ସମୟ ୩ ମିନିଟ୍‌ ୨୪ ସେକେଣ୍ଡ ଥିଲା। ଏହି କିସ୍‌ ସମ୍ପର୍କରେ ଦମ୍ପତିଙ୍କୁ ୩ ବର୍ଷ ପୂର୍ବେ ଏପରି ଉପାୟ ଆସିଥିଲା। ଏହି ରେକର୍ଡ କରିବାର କିଛି ସପ୍ତାହ ପୂର୍ବରୁ ଦମ୍ପତି ଏହାର ଟ୍ରେନିଂ ନେବା ଆରମ୍ଭ କରିଥିଲେ। ହେଲେ ଏହା ସେମାନଙ୍କ ପାଇଁ କଷ୍ଟ ଏବଂ ବିପଦପୂର୍ଣ୍ଣ ଥିଲା। ପ୍ରଥମେ ଆଗରୁ ହୋଇଥିବା ପୂର୍ବ ରେକର୍ଡ ପର୍ଯ୍ୟନ୍ତ ଯିବା ପାଇଁ ସେମାନଙ୍କୁ କଷ୍ଟ ହେଉଥିଲା। ହେଲେ ଟ୍ରେନିଂ ଫଳରେ ସେମାନେ ଏହି ରେକର୍ଡ ହାସଲ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri