Posted inଜାତୀୟ

ଓଏନଜିସି କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ସୁରତ,୨୪।୯: ଗୁଜରାଟର ସୁରତରେ ଥିବା ତୈଳ ଏବଂ ପ୍ରାକୃତିକ ଗ୍ୟାସ ନିଗମ (ଓଏନଜିସି) କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ଭୋରୁ ଏହି ନିଆଁ ଲାଗିଥିବା ଜଣାପଡିଛି। ଘଟଣାସ୍ଥଳରେ ୧୨ଟି ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ କରୁଛନ୍ତି। ତେବେ ଏଥିରେ ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇନାହିଁ। କାରଖାନାରେ ୩ଟି ବିସ୍ଫୋରଣ ଘଟି ବ୍ୟାପକ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଅନେକ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଥିଲା। ତେବେ ବିସ୍ଫୋରଣର କାରଣ ଏ ପର୍ଯ୍ୟନ୍ତ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ଆତ୍ମସମର୍ପଣ କଲେ ସିଦ୍ଧୁ

ଚଣ୍ଡିଗଡ଼,୨୦।୫: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ନେତା ନବଜୋତ ସିଂହ ସିଦ୍ଧୁ ପଟିଆଲା ସେଶନ କୋର୍ଟରେ ଶୁକ୍ରବାର ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ତାଙ୍କୁ ଏକ...

ମୋବାଇଲ୍‌ ସ୍କ୍ରିନ୍‌ ଦ୍ୱାରା ବି ବ୍ୟାପିପାରେ କରୋନା ଭୂତାଣୁ !

ନୂଆଦିଲ୍ଲୀ,୪।୩ : କରୋନା ସଂକ୍ରମଣ ନେଇ ଏବେ ପୃଥିବୀ ସାରା ଆତଙ୍କ ଖେଳି ଯାଇଛି। ଏଥିରୁ ଦୂରେଇ ରହିବା ପାଇଁ ବିଭିନ୍ନ ଉପାୟ ସମ୍ପର୍କରେ ଚିକିତ୍ସକ...

ଚିନ୍ମୟାନନ୍ଦଙ୍କୁ ଜାମିନ

ଆଲ୍ଲାହାବାଦ, ୪ା୨(ପି.ଟି.): ଜଣେ ଆଇନ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ମାମଲାରେ ଅଭିଯୁକ୍ତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଆଲ୍ଲାହାବାଦ ହାଇକୋର୍ଟ ସୋମବାର ଜାମିନ ପ୍ରଦାନ...

ସୋମବାର ସ୍କୁଲ ବନ୍ଦ

ଡେରାଡୁନ,୧୭ ।୧୦: ପାଣିପାଗ ବିଭାଗ ଅନୁମାନ କରିଛି କି ଆସନ୍ତା ଦିନେ ଦୁଇଦିନ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଚେତାବନୀ ଜାରି...

ରଥଯାତ୍ରା: ମୋଦି-ମମତା ଗୋଟିଏ ସ୍ବରରେ କହିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ,୪।୭: ଶ୍ରୀଜଗନ୍ନାଥଙ୍କ ପୃଥିବୀ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ସ୍ବରରେ ଜୟ ଜଗନ୍ନାଥ କହିଛନ୍ତି।...

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ପୁଣି ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବୁଧବାର ସଫଳତା ମିଳିଛି। ଶୋପିଆନ୍‌ରେ ଜାରି ରହିଥିବା ଏନ୍‌କାଉଣ୍ଟରରେ ପୁଣି ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି।...

ସବୁବେଳେ ସଂସଦୀୟ ପରମ୍ପରାର ଉଲ୍ଲଂଘନ କରୁଛନ୍ତି ରାହୁଲ, କହିଲେ ସ୍ମୃତି ଇରାନୀ…

ନୂଆଦିଲ୍ଲୀ,୨୦।୭ : କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ସ୍ମୃତି ଇରାନୀ ପୂର୍ବତନ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସ୍ମୃତି ଇରାନୀ କଂଗ୍ରେସ ନେତା ରାହୁଲ...

୨୪ରେ ଏସ୍‌କେଏମ୍‌ର ଦେଶବ୍ୟାପୀ ଆନ୍ଦୋଳନ ଡାକରା

ନୂଆଦିଲ୍ଲୀ,୨୧।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ନିଯୁକ୍ତି ଯୋଜନା ବିରୋଧରେ କୃଷକମାନଙ୍କ ମିଳିତ ସଂଗଠନ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ପକ୍ଷରୁ ୨୪ ତାରିଖରେ ଦେଶବ୍ୟାପୀ ଆନ୍ଦୋଳନ...

Advertisement
Archives

Model This Week