Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇ ଫସିଲେ ଏଏପି ନେତା

ନୂଆଦିଲ୍ଲୀ,୧୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଅପମାନଜନକ ଟିପ୍ପଣୀ ନେଇ ଫସିଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ଗୁଜରାଟ ଅଧ୍ୟକ୍ଷ ଗୋପାଳ ଇଟାଲୀୟା। ନ୍ୟାଶନାଲ କମିଶନ ଫର୍‌ ୱମେନ (ଏନ୍‌ସିଡବ୍ଲ୍ୟୁ) ଅକ୍ଟୋବର ୧୩ରେ ଗୋପାଳଙ୍କୁ କମିଶନଙ୍କ ନିକଟରେ ହାଜର ହେବାକୁ ନୋଟିସ ଦେଇଛନ୍ତି।  ଏକ ପୁରୁଣା ଭିଡିଓ କ୍ଲିପ୍‌କୁ ନେଇ ଇଟାଲୀୟାଙ୍କୁ  ଏହି ନୋଟିସ ଜାରି କରାଯାଇଛି। ଏହି ଭିଡିଓ କ୍ଲିପ୍‌ରେ ସେ ଭାରତର ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅପମାନଜନକ ଶବ୍ଦ ବ୍ୟବହାର କରୁଛନ୍ତି। ରବିବାର ଭାଜପା ନେତା ତାଜିନ୍ଦର ବାଗ୍ଗା ଟୁଇଟରରେ ଏହି କ୍ଲିପ ୍‌ଶେୟାର କରିବା ପରେ ଆୟୋଗ ଏନେଇ ଅବଗତ ହୋଇଥିଲେ। ଆୟୋଗ ନୋଟିସରେ କହିଛନ୍ତି, ଇଟାଲୀୟା ଭିଡିଓରେ ବ୍ୟବହାର କରୁଥିବା ଶବ୍ଦ ମହିଳା ବିରୋଧୀ, ଅତ୍ୟନ୍ତ ଲଜ୍ଜାଜନକ, ନିନ୍ଦନୀୟ ଏବଂ ଦୁଃଖଦାୟକ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?