Posted inଜାତୀୟ

ଇସୁଦାନ ଗଢ଼ଭି ଏଏପି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଅହମଦାବାଦ,୪।୧୧: ଗୁଜରାଟ ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ରହିଛି। ଇତିମଧ୍ୟରେ ଶୁକ୍ରବାର ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗୁଜରାଟ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନାମ ଘୋଷଣା କରିଛନ୍ତି। କେଜ୍‌ରିଓ୍ବାଲ ଇଶୁଦାନ ଗଡଭିଙ୍କୁ ଏଏପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ଗୁଜରାଟବାସୀ ସେମାନଙ୍କର ମୁଖ୍ୟମନ୍ତ୍ରୀ ବାଛିଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ ଆମେ ରାଜ୍ୟବାସୀଙ୍କଠାରୁ ମତାମତ ଲୋଡିଥିଲୁ। ଯେଉଁଥିରେ ୭୩ପ୍ରତିଶତ ଲୋକ ଗଢ଼ଭିଙ୍କ ନାମ ବାଛିଥିଲେ। ପ୍ରାୟ ୧୬ଲକ୍ଷ ୪୮ହଜାର ଲୋକଙ୍କ ମତାମତ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି। ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ସୂଚନାଯୋଗ୍ୟ,ଇଶୁଦାନ ଗଢ଼ଭି ବୃତ୍ତି ଅନୁଯାୟୀ ଜଣେ ସାମ୍ବାଦିକ ଥିବା ବେଳେ ୨୦୨୧ ଜୁନ ୧୪ରେ ସେ ରାଜନୈତିକ କ୍ୟାରିୟରରେ ପାଦ ଥାପିଥିଲେ। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଉପସ୍ଥିତିରେ ସେ ଏଏପି ଦଳରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri