Posted inଜାତୀୟ

୩ଘଣ୍ଟା ପଚରାଉଚରା ପରେ ଗୁଜରାଟର ଏଏପି ମୁଖ୍ୟଙ୍କୁ ଛାଡ଼ିଲା ପୋଲିସ

ନୂଆଦିଲ୍ଲୀ,୧୩।୧୦: ଆମ ଆଦମୀ ପାର୍ଟିର ଗୁଜରାଟର ମୁଖ୍ୟ ଗୋପାଳ ଇଟାଲିଆଙ୍କୁ ଦିଲ୍ଲୀ ପୋଲିସ ଗୁରୁବାର ୩ଘଣ୍ଟା ଅଟକ ରଖିବା ପରେ ଛାଡ଼ିଛି। ଏହି ସମୟରେ ପୋଲିସ ତାଙ୍କୁ ଭାଇରାଲ ଭିଡ଼ିଓକୁ ନେଇ ପଚରାଉଚରା କରିଥିବା ଜଣାପଡ଼ିଛି। ଅନ୍ୟପଟେ ଏଏପି ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଟୁଇଟ କରି କହିଛନ୍ତି, ଗୁଜରାଟବାସୀଙ୍କ ପ୍ରବଳ ଚାପ ଯୋଗୁ ପୋଲିସକୁ ଇଟାଲିଆଙ୍କୁ ଛାଡ଼ିବାକୁ ପଡ଼ିଛି। ଗୁଜରାଟବାସୀଙ୍କ ଏହା ବିଜୟ ହୋଇଛି। ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ଗୋପାଳ ଇଟାଲିଆ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଆପତ୍ତିଜନକ ଟିପ୍ପଣୀ ଦେଇଥିଲେ। ଯାହା ପରବର୍ତ୍ତୀ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାପରେ ଏହାକୁ ନେଇ ଭାଜପା ଲଗାତର ଏଏପିକୁ ଟାର୍ଗେଟ କରିଥିଲା। ଏପରିକି ରାଷ୍ଟ୍ରୀୟ ମହିଳା ଆୟୋଗ ଇଟାଲିଆଙ୍କୁ ଏହି ଭିଡିଓ ନେଇ ପଚରାଉଚରା କରିବା ପାଇଁ ଏକ ସମନ ଜାରି କରିଥିଲା। ଗୁରୁବାର ଗୋପାଳ ହାଜର ହୋଇଥିବା ବେଳେ ଦିଲ୍ଲୀ ପୋଲିସ ତାଙ୍କୁ ସରିତା ବିହାର ଥାନାକୁ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୨ରେ ନିର୍ଭୟା-ଦୋଷୀଙ୍କୁ ହେବନି ଫାଶୀ !

ନୂଆଦିଲ୍ଲୀ,୧୫।୧: ନିର୍ଭୟା ମାମଲାର ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଓ ମୁକେଶ ସିଂଙ୍କୁ ଜାନୁୟାରୀ ୨୨ରେ ଫାଶୀ ହୋଇ ନ...

ଉତ୍ତରପ୍ରଦେଶ ଗରିବଙ୍କ ପାଇଁ ଉପହାର ଘୋଷଣା କଲେ ମୋଦି

ଲକ୍ଷ୍ନୌ, ୨୦।୧: ଉତ୍ତରପ୍ରଦେଶର ଗ୍ରାମୀଣ ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଉପହାର ଘୋଷଣା କରିଛନ୍ତି। ରାଜ୍ୟର ୬ ଲକ୍ଷ ୧୦ ହଜାର ହିତାଧିକାରୀଙ୍କୁ...

ଭାରତଠାରୁ କେହି ଇଞ୍ଚେ ଜମି ନେଇପାରିବନି: ମୋଦି

ନୂଆଦିଲ୍ଲୀ,୧୯ା୬-ଭାରତ ସୀମା ମଧ୍ୟରେ ଚାଇନା ପ୍ରବେଶ କରିନାହିଁ କିମ୍ବା କୌଣସି ଘାଟିକୁ ଦଖଲ କରିନାହିଁ। ଭାରତଠାରୁ କେହି ଇଞ୍ଚେ ବି ଜମି ନେଇପାରିବ ନାହିଁ ବୋଲି...

ସୀମାରେ ଏଆଇ ପ୍ରଣାଳୀ ମୁତୟନ କରୁଛି ଭାରତୀୟ ସେନା, ଶତ୍ରୁ ଉପରେ ରହିବ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୬।୮ : ଦକ୍ଷତା ବୃଦ୍ଧି ପାଇଁ ଭାରତୀୟ ସେନା ଉତ୍ତର ଏବଂ ପଶ୍ଚିମ ସୀମାରେ କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ) ଆଧାରିତ ସିସିଟିଭି ସିଷ୍ଟମ ନିୟୋଜିତ...

ମାୟାବତୀଙ୍କ ଟୁଇଟ୍‌ ନେଇ ରାଜନୈତିକ ଉଷ୍ଣତା ବୃଦ୍ଧି…

ଲକ୍ଷ୍ନୌ, ୨୦।୯ : ଉତ୍ତରପ୍ରଦେଶ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନରେ ମଧ୍ୟ ସମାଜବାଦୀ ପାର୍ଟିର ବିଧାୟକମାନେ ଗୃହ ବାହାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସୋମବାର ଏସପି...

କ୍ୱାରାଣ୍ଟିନ ସେଲରେ ରହିବେ ଆର୍ଯ୍ୟନ

ମୁମ୍ବାଇ,୮ ।୧୦: ଡ୍ରଗ୍ସ ମାମଲାରେ ଫସି ରହିଥିବା ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ଅଡୁଆ ବେଳକୁ ବେଳ ବଢିବାରେ ଲାଗିଛି । ଶୁକ୍ରବାର...

ମହାରାଷ୍ଟ୍ର ଏମ୍‌ଏଲ୍‌ସି ନିର୍ବାଚନ: ଭାଜପାକୁ ୫, ଶାସକ ମେଣ୍ଟକୁ ମିଳିଲା ୪ ଆସନ

ମୁମ୍ବାଇ,୨୧।୬: ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନରେ ଶାସକ ମେଣ୍ଟର ୪ ପ୍ରାର୍ଥୀ ଏବଂ ଭାଜପାର ୫ ଜଣ ନିର୍ବାଚିତ ହୋଇଛନ୍ତି। କଂଗ୍ରେସ ସଦସ୍ୟ କ୍ରସ୍‌ ଭୋଟିଂ...

୭ ବର୍ଷର ବାଳକ ନାଁରେ ହତ୍ୟା ମାମଲା

ଜୟପୁର,୧୮ା୬: ରାଜସ୍ଥାନ କୋଟାରେ ଜଣେ ୧୪ ବର୍ଷୀୟ ବାଳକଙ୍କ ମୃତ୍ୟୁ ନେଇ ଆଉଜଣେ ୭ ବର୍ଷୀୟ ନାବାଳକଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ବାଳକଙ୍କୁ ବର୍ତ୍ତମାନ...

Advertisement
Archives

Model This Week