Posted inଜାତୀୟ

ଗୁଜରାଟରେ ମାଗଣା ବିଜୁଳି ଯୋଗାଇଦେବେ କେଜ୍ରିଓ୍ବାଲ୍‌

ଅହମ୍ମଦାବାଦ,୨୧।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଗୁରୁବାର ଗୁଜରାଟରେ ପହଞ୍ଚିଛନ୍ତି। ଏଠାରେ ସେ ଗୁଜରାଟବାସୀଙ୍କୁ ଅନେକ ପ୍ରତିଶ୍ରୁତି ଦେଇନ୍ତି।
ଅରବିନ୍ଦ କେଜ୍ରିୱାଲ ତାଙ୍କ ଗସ୍ତ ସମୟରେ ଗୁଜରାଟର ସୁରଟରେ ପହଞ୍ଚିଥିଲେ। ସେଠାରେ କେଜ୍ରିୱାଲ କହିଛନ୍ତି, ଗୁଜରାଟରେ ସମସ୍ତଙ୍କୁ ଭୟଭୀତ କରାଯାଇଛି। ୨୭ ବର୍ଷ ଧରି କେବଳ ଗୋଟିଏ ଦଳ ଶାସନ କରିଛନ୍ତି, ତେଣୁ ଅହଂକାର ଆସିଯାଇଛି। ବର୍ତ୍ତମାନ ମୁଁ ଗୁଜରାଟକୁ ପରିବର୍ତ୍ତନ ଚାହୁଁଛି। ଦେଶରେ ଦର୍‌ଦାମ ସହ ବିଦ୍ୟୁତ ଦର ମଧ୍ୟ ବୃଦ୍ଧି ପାଉଛି। ପଞ୍ଜାବ ଏବଂ ଦିଲ୍ଲୀରେ ଭଳି ଗୁଜରାଟରେ ଆମ ଆଦମୀ ପାର୍ଟି ସରକାରକୁ ଆସିଲେ ମାଗଣାରେ ବିଦ୍ୟୁତ ଯୋଗାଇ ଦେବାକୁ ଚାହୁଁଛୁ। ସମସ୍ତ ଘରୋଇ ଗ୍ରାହକଙ୍କୁ ୩୦୦ ୟୁନିଟ ବିଦ୍ୟୁତ ମାଗଣାରେ ଦିଆଯିବ।
ଏଥି ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ରେୱଡି(ମିଠା) ମନ୍ତବ୍ୟକୁ ନେଇ ମଧ୍ୟ କେଜ୍ରିଓ୍ବାଲ୍‌ ଜବାବ ରଖିଛନ୍ତି। ସେ କହିଛନ୍ତି, କିଛି ଲୋକ ରେୱଡି ବିଷୟରେ କହୁଛନ୍ତି। ଯେତେବେଳେ ରେୱଡି ସର୍ବସାଧାରଣଙ୍କ ମଧ୍ୟରେ ମାଗଣାରେ ବଣ୍ଟନ ହୁଏ, ଏହାକୁ ‘ପ୍ରସାଦ’ କୁହାଯାଏ । କିନ୍ତୁ ଯେତେବେଳେ ଏହା ବନ୍ଧୁ, ମନ୍ତ୍ରୀମାନଙ୍କୁ ମାଗଣାରେ ଦିଆଯାଏ, ଏହା ହେଉଛି ପାପ। ଆମ କର୍ମୀମାନେ ଲୋକଙ୍କୁ ଯେଉଁ ରେୱଡି ବାଣ୍ଟିଛନ୍ତି, ତାହା ଭଗବାନଙ୍କ ପ୍ରସାଦ।
ଜୁଲାଇ ୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ କାର୍ଯ୍ୟକ୍ରମରେ କହିଥିଲେ, ଦେଶରେ ମାଗଣା ରଓ୍ବେଡି ବଣ୍ଟନ କରି ଭୋଟ ସଂଗ୍ରହ ପାଇଁ ଉଦ୍ୟମ କରାଯାଉଛି, ଯାହା ଦେଶ ପାଇଁ ଅତ୍ୟନ୍ତ ବିପଜ୍ଜନକ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri