Posted inଜାତୀୟ

ନଭେମ୍ବରରେ ହୋଇପାରେ ଗୁଜରାଟ ବିଧାନସଭା ନିର୍ବାଚନ

ଗାନ୍ଧିନଗର,୨୬ ।୯: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆସନ୍ତା ମାସରେ ତାରିଖ ଘୋଷଣା ହୋଇପାରେ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନଭେମ୍ବର ଶେଷ ସପ୍ତାହରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ଅନୁମାନ କରାଯାଉଛି । ନଭେମ୍ବର ତୃତୀୟ , ଚତୁର୍ଥ ସପ୍ତାହରେ ଭୋଟ ଗ୍ରହଣ ହୋଇପାରେ । ଗୁଜରାଟରେ ଦୁଇଟି ପର୍ଯ୍ୟାୟରେ ମତଦାନ ହେବା ଅନୁମାନ କରାଯାଉଛି ।ମୁଖ୍ୟ ନିର୍ବାଚନ କମିଶନର ଗୁଜରାଟ ଗସ୍ତରେ ଗାନ୍ଧିନଗରରେ ପହଞ୍ଚିଛନ୍ତି । ସେଠାରେ ସେ ଗୃହ ମନ୍ତ୍ରଣାଳୟର ଅଧିକାରୀ, ରାଜ୍ୟର ସମସ୍ତ ଜିଲା କଲେକ୍ଟରଙ୍କ ସହ ବୈଠକ କରିଛନ୍ତି ।
ଏହି ବୈଠକରେ ରାଜ୍ୟ ବିଧାନସଭା ନିର୍ବାଚନ କାର୍ଯ୍ୟକ୍ରମକୁ ଅନ୍ତିମ ରୂପ ଦିଆଯିବ । କେନ୍ଦ୍ର ନିର୍ବାଚନ ଆୟୋଗର ଏକ ଟିମ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି । କେନ୍ଦ୍ରୀୟ ନିର୍ବାଚନ ଆୟୋଗର ସଦସ୍ୟ ନିର୍ବାଚନ ଓ ଭୋଟଗ୍ରହଣର ପ୍ରସ୍ତୁତି ଉପରେ ସମିକ୍ଷା କରିବେ । ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ମଙ୍ଗଳବାର ୨୭ ତାରିଖ ଦ୍ୱିପ୍ରହରରେ କେନ୍ଦ୍ର ନିର୍ବାଚନ କମିଶନ ପ୍ରେସ କନଫରେନ୍ସ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?