Posted inଜାତୀୟ

ପୋରବନ୍ଦରରୁ ୫ ସନ୍ଦିଗ୍ଧଙ୍କୁ ଗିରଫ କଲା ଗୁଜରାଟ ଏଟିଏସ

ପୋରବନ୍ଦର,୧୦।୬: ଗୁଜୁରାଟର ଏଟିଏସ ଟିମ ପୋରବନ୍ଦରରେ ଏକ ବଡ ଅପରେସନରେ ସଫଳତା ପାଇଛନ୍ତି। ଏଟିଏସ ଆଇଏସ ମଡ୍ୟୁଲ ପର୍ଦ୍ଦାଫାଶ କରିବାକୁ ଯାଇ ପୋରବନ୍ଦରରୁ ଜଣେ ମହିଳାଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରିଥିଲା। ଗୁଇନ୍ଦା ସୂଚନା ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅପରେସନ ଶେଷ ହେବା ପରେ ଏଟିଏସ ଏକ ସରକାରୀ ଘୋଷଣା କରିବ। ଶନିବାର ସା ସୁଦ୍ଧା ଗଣମାଧ୍ୟମକୁ ସରକାରୀ ସୂଚନା ଦିଆଯାଇପାରିବ ବୋଲି ବିଶ୍ୱାସ କରାଯାଉଛି।
ଗିରଫ ହୋଇଥିବା ସନ୍ଦିଗ୍ଧଙ୍କୁ ଆତଙ୍କବାଦୀ କାର୍ଯ୍ୟକଳାପ ସଂପର୍କରେ ରାତିସାରା ପଚରାଉଚରା କରାଯାଇଥିଲା। ଏହି ସମୟରେ, ଏହା ଜାଣିବାକୁ ମିଳିଥିଲା ଯେ ସେମାନେ ଆଇଏସରେ ଯୋଗଦେବାକୁ ଦେଶଛାଡି ପଳାଇବାକୁ ପ୍ରସ୍ତୁତ ହେଉଛନ୍ତି ଏବଂ ଗତ ଏକ ବର୍ଷ ଧରି ପରସ୍ପର ସହ ଯୋଗାଯୋଗରେ ଅଛନ୍ତି। ତାଙ୍କୁ ପାକିସ୍ତାନରେ ବସିଥିବା ଆତଙ୍କବାଦୀଙ୍କଚ ବାର୍ତ୍ତା ଦିଆଯାଇଥିଲା।
ଏଟିଏସ ଦ୍ୱାରା ଧରାଯାଇଥିବା ମହିଳା ଜଣଙ୍କ ସମୀରା ବାନୋ ବୋଲି ଜଣାପଡିଛି। ସୁରଟର ବାସିନ୍ଦା ସମୀର ବାନୋ ତାମିଲନାଡୁରେ ବିବାହ କରିଥିଲେ। ସେ ଆଇଏସ ମଡ୍ୟୁଲରେ କାମ କରୁଥିଲେ। ସମୀର ୧୬-୧୮ବର୍ଷର ବାଳକମାନଙ୍କୁ ପ୍ରେମ ଜିହାଦ ପାଇଁ ପ୍ରସ୍ତୁତ କରୁଥିଲେ । ପ୍ରେମ ଜିହାଦର ରାକେଟରେ ସମିର ମଧ୍ୟ ଜଡିତ ଥିବା ଦେଖିବାକୁ ମିଳିଥିଲା।

ଶୁକ୍ରବାର (ଜୁନ ୯) ଏଟିଏସ ଡିଜି ଦୀପେନ ଭଦ୍ରନଙ୍କ ନେତୃତ୍ୱରେ ଏହି ଅପରେସନ ଆରମ୍ଭ କରାଯାଇଥିଲା। ଅଭିଯୁକ୍ତମାନେ କିଛି ସମୟ ପାଇଁ ନଜର ରଖିଥିଲେ ଏବଂ ସେମାନଙ୍କର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri