Posted inଜାତୀୟ

ସରକାରଙ୍କ ବଡ଼ ନିଷ୍ପତ୍ତି: ମେ ୧୫ ଯାଏ….

ଗୁଜୁରାଟ,୯।୫: ଦେଶରେ ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ଗୁଜରାଟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଗୁଜରାଟରେ ବାଣ ଫୁଟାଇବା ଓ ଡ୍ରୋନ ବ୍ୟବହାର ଉପରେ କଟକଣା ଲଗାଯାଇଛି। ଏହି କଟକଣା ଆସନ୍ତା ୧୫ ତାରିଖ ଯାଏ ଘୋଷଣା ହୋଇଛି ତଥା ବଳବତ୍ତର ରହିବ।
କୌଣସି ଉତ୍ସବରେ ବାଣ ଫୁଟାଇବା ଓ ଡ୍ରୋନ ବ୍ୟବହାରକୁ ସମ୍ପୂର୍ଣ୍ଣ ବ୍ୟାନ୍‌ କରାଯାଇଛି। ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ଗୁଜରାଟ ଗୃହମନ୍ତ୍ରୀ ହର୍ଷ ସାଂଘଭି ଏହି ସୂଚନା ଦେଇଛନ୍ତି।

ଗୃହମନ୍ତ୍ରୀ ସାଂଘଭି ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି, ଗୁଜୁରାଟରେ ମେ ୧୫ ପର୍ଯ୍ୟନ୍ତ କୌଣସି କାର୍ଯ୍ୟକ୍ରମରେ ବାଣ କିମ୍ବା ଡ୍ରୋନକୁ ଅନୁମତି ଦିଆଯିବ ନାହିଁ। ଦୟାକରି ସହଯୋଗ କରନ୍ତୁ ଏବଂ ନିର୍ଦ୍ଦେଶାବଳୀ ପାଳନ କରନ୍ତୁ ବୋଲି ସେ ଲେଖିଛନ୍ତି।

ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ।  ଅପରେଶନ  ‘ସିନ୍ଦୂର’ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହା ସହିତ ଭାରତ ପାକିସ୍ତାନ ସହ ସିନ୍ଧୁ ଜଳ ଚୁକ୍ତି ସ୍ଥଗିତ ରଖିବା, ପାକିସ୍ତାନୀ କୂଟନୀତିଜ୍ଞମାନଙ୍କୁ ନିର୍ବାସନ ଦେବା ଏବଂ ସୀମାନ୍ତ ବନ୍ଦ କରିବା ଭଳି କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ପରିପ୍ରେକ୍ଷୀରେ ଗୃହ ମନ୍ତ୍ରଣାଳୟ ଦେଶର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବାକୁ ଏବଂ ନାଗରିକମାନଙ୍କୁ ସମ୍ଭାବ୍ୟ ବିପଦ ପାଇଁ ପ୍ରସ୍ତୁତ ରଖିବାକୁ ଏହି ନିର୍ଦ୍ଦେଶ ଜାରି କରିଛି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?