ଜାପାନରେ ଗୁଜରାଟର ମୁଖ୍ୟମନ୍ତ୍ରୀ

ଟୋକିଓ,୨୬ା୧୧: ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ରବିବାର ଜାପାନରେ ପହଞ୍ଚିଛନ୍ତି। ଟୋକିଓ ବିମାନବନ୍ଦରରେ ପଟେଲଙ୍କୁ ଜାପାନରେ ଭାରତୀୟ ରାଷ୍ଟ୍ରଦୂତ ସିବି ଜର୍ଜ ସ୍ବାଗତ କରିଥିଲେ।

ଭୂପେନ୍ଦ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସାମିଲ ଯୋଗ ଦେବେ। ଭାଇବ୍ରାଣ୍ଟ ଗୁଜରାଟ ସମ୍ମିଳନୀ ପୂର୍ବରୁ ଜାପାନ ସହ ଭାଗିଦାରୀକୁ ମଜଭୁତ କରିବେ। ପଟେଲଙ୍କ ସହ ଆସିଥିବା ଏହି ପ୍ରତିନିଧି ଦଳରେ ବହୁ ବରିଷ୍ଠ ରାଜ୍ୟ ଅଧିକାରୀ, ଶିଳ୍ପପତି ଏବଂ ବ୍ୟବସାୟୀ ଅଛନ୍ତି। ଏହି ସମୟରେ ପଟେଲ କହିଛନ୍ତି, ଗୁଜରାଟ ଏବଂ ଜାପାନ ମଧ୍ୟରେ ସମ୍ପର୍କ ଏବଂ ସୁଯୋଗକୁ ସୁଦୃଢ଼ କରିବାକୁ ସେ ଅପେକ୍ଷା କରିଛନ୍ତି।

ଜାପାନରେ ଥିବା ଭାରତୀୟ ଦୂତାବାସ ପୋଷ୍ଟ କରିଛି ଯେ, ଟୋକିଓର ନାରିତା ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରଦୂତ ସିବି ଜର୍ଜ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।

ଏହି ପୋଷ୍ଟର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରଦୂତ ସିବି ଜର୍ଜଙ୍କୁ ସ୍ବାଗତ ପାଇଁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri