Posted inଜାତୀୟ

ଦୋଷ ନ କରି ୬ ବର୍ଷ ହେବ ଜେଲ୍‌ଦଣ୍ଡ ଭୋଗୁଥିଲେ ୨ ବ୍ୟକ୍ତି, ଜଣାପଡିବା ପରେ…

ଗାନ୍ଧିନଗର,୪।୪: ହତ୍ୟା ଅଭିଯୋଗରେ ଜେଲରେ ଥିବା ୨ ବ୍ୟକ୍ତିଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ଗୁଜରାଟ କୋର୍ଟ। ଯେଉଁ ବ୍ୟକ୍ତିଙ୍କ ହତ୍ୟା ଅଭିଯୋଗରେ ୬ ବର୍ଷ ହେବ ଏହି ଦୁଇ ବ୍ୟକ୍ତି ଜେଲ୍‌ରେ ଥିଲେ, ସେହି ବ୍ୟକ୍ତି ଜୀବିତ ଥିବା ଜଣାପଡିଛି। ମାର୍ଚ୍ଚ ୩୦ରେ ଗୁଜରାଟ କୋର୍ଟ ଅନୁସନ୍ଧାନକାରୀ ଅଧିକାରୀ ତଥା ତତ୍କାଳୀନ ଇନ୍ସପେକ୍ଟର ପ୍ରଦୀପ ସିଂ ଗୋହିଲଙ୍କ ଯାଞ୍ଚ୍‌ରେ ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା କହିଛନ୍ତି। ସମ୍ପୃକ୍ତ ୨ ଜଣଙ୍କୁ ୫୦-୫୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଘୋଷଣା କରିବାବେଳେ କୋର୍ଟ କହିଛନ୍ତି, ଅନୁସନ୍ଧାନକାରୀ ଅଧିକାରୀଙ୍କ ଯୋଗୁ ଉଭୟ ବ୍ୟକ୍ତିଙ୍କୁ ମାନସିକ ଏବେ ଶାରୀରିକ ଯନ୍ତ୍ରଣା ଭୋଗିବାକୁ ପଡିଛି। ଏଥି ସହିତ ସେମାନଙ୍କର ସମ୍ମାନ ମଧ୍ୟ ହାନୀ ହୋଇଛି।
ପୋଲିସର ସୂଚନାନୁସାରେ ଏହି ହତ୍ୟାକାଣ୍ଡରେ ନାଭସାରୀ ଗ୍ରାମୀଣ ପୋଲିସ ଷ୍ଟେଶନରେ ଏକ ମାମଲା ରୁଜୁ ହୋଇଥିଲା। ଏହା ପରେ ମଦନ ପିପାଲାଡି ଏବଂ ସୁରେଶ ବଟେଲାଙ୍କୁ ଏହି ମାମଲାରେ ଅଭିଯୁକ୍ତ ଭାବରେ ୬ ଜୁଲାଇ ୨୦୧୬ ରେ ଗିରଫ କରାଯାଇଥିଲା। ଏଥିସହ ଏବେ ଉକ୍ତ ବ୍ୟକ୍ତିଙ୍କୁ ଜୀବନ୍ତ ମିଳିବା ପରେ ୫ ଦିନ ମଧ୍ୟରେ ଉଭୟଙ୍କୁ ନିର୍ଦ୍ଦୋଷରେ ଖଲାସ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପୂର୍ଣ୍ଣ ଶୀତକାଳୀନ ଅଧିବେଶନକୁ ବହିଷ୍କାର କରିପାରନ୍ତି ବିରୋଧୀ

ନୂଆଦିଲ୍ଲୀ,୩୦ ।୧୧: ସଂସଦର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି । କେନ୍ଦ୍ର ସରକାରଙ୍କୁ ଘେରିବାକୁ ବିରୋଧୀ ସଜବାଜ ହେଉଛନ୍ତି । ହେଲେ ଏହି ସମୟରେ...

ଏୟାର ଇଣ୍ଡିଆର ନୂଆ ସିଇଓ କ୍ୟାମ୍ପବେଲ ଓ୍ବିଲସନ

ନୂଆଦିଲ୍ଳୀ,୧୨।୫: କ୍ୟାମ୍ପବେଲ ଓ୍ବିଲସନ ହେଲେ ଏୟାର ଇଣ୍ଡିଆର ନୂଆ ପରିଚାଳନା ମୁଖ୍ୟ । ବିମାନ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ...

କରୋନା ସମୟରେ ଭଲ କାମ କରିଥିବା ଶିକ୍ଷକଙ୍କୁ ସମ୍ମାନୀତ କରିବେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୪ ।୯: କରୋନା ସମୟରେ ଦିଲ୍ଲୀର ଶିକ୍ଷକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଛନ୍ତି । ଏବେ ଏଭଳି କେତେଜଣ ଶିକ୍ଷକଙ୍କୁ ଦିଲ୍ଲୀ ସରକାର ସମ୍ମାନୀତ କରିବାକୁ ଯାଉଛନ୍ତି...

ଆକ୍ସନ ମୁଡ୍‌ରେ ରାହୁଲ: ଏବେବି ଅଧ୍ୟକ୍ଷ ପଦକୁ ନେଇ ଅନିଶ୍ଚିତତା

ନୂଆଦିଲ୍ଲୀ,୨୫।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ଆକ୍ସନ ମୋଡରେ ବୋଲି କୁହାଯାଉଛି। ଲୋକ ସଭା ନିର୍ବାଚନରେ ହାରିବା ପରେ ଏବେ ପୁଣି ଥରେ...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ମଧ୍ୟପ୍ରଦେଶରୁ ୫ ଗିରଫ; ଆଇଏସ୍‌ଆଇ ସହ ସମ୍ପୃକ୍ତି ସନ୍ଦେହ

ଭୋପାଳ,୨୨।୮: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ମଧ୍ୟପ୍ରଦେଶ ସତନାରେ ଏଟିଏସ୍‌ ପକ୍ଷରୁ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କର ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସହିତ...

କଶ୍ମୀରରେ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଲା ଇଦ୍‌-ଉଲ୍‌-ଜୁହା

ନୂଆଦିଲ୍ଲୀ,୧୨।୮: ସୋମବାର ସାରା ଦେଶରେ ଇଦ୍‌-ଉଲ୍‌-ଜୁହା(ବକରି ଇଦ୍‌) ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ତେବେ ଜମ୍ମୁ-କଶ୍ମୀରରେ ପରିସ୍ଥିତ ଉତ୍ତେଜନାପୂର୍ଣ୍ଣ ଥିବାରୁ ଇଦ୍‌-ଉଲ୍‌-ଜୁହାକୁ ଶାନ୍ତି ଶୃଙ୍ଖଳାର ସହ...

୪ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା

କୋଟ୍ଟାଇପଟ୍ଟିନମ୍‌,୨୦।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୪ ଭାରତୀୟ ଧୀବରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ହୋଇଛି।...

ଭେଣ୍ଟିଲେଟରରେ କଲ୍ୟାଣ ସିଂ: ଦିଲ୍ଲୀରୁ ସିଧା ହସ୍ପିଟାଲ ପହଞ୍ଚିଲେ ଯୋଗୀ

ଲକ୍ଷ୍ନୌ,୨୦ ।୮: ପୁଣିଥରେ ବିଗିଡି ଯାଇଛି ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା । ଶୁକ୍ରବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପିଜିଆଇରେ ଭର୍ତ୍ତି ଥିବା ଶ୍ରୀ...

Advertisement
Archives

Model This Week