Posted inଜାତୀୟ

ଗୁଜରାଟରେ ଆଜିଠାରୁ ମୋଦିଙ୍କ ପ୍ରଚାର ଅଭିଯାନ ଆରମ୍ଭ, କଂଗ୍ରେସର ଗଡ ସୌରାଷ୍ଟ୍ରରେ କରିବେ ପ୍ରଚାର

ନୂଆଦିଲ୍ଲୀ,୨୦ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପ୍ରଚାରରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏଣ୍ଟ୍ରି ହୋଇ ସାରିଛି । ଶନିବାର ମୋଦି ବଲସାଡରେ ରାଲି କରିବା ସହ ରୋଡ ଶୋ’ ବି କରିଥିଲେ । ରବିବାର ପ୍ରଧାନମନ୍ତ୍ରୀ ମୋଦି ରାଲି କରିବାର କାର୍ଯ୍ୟକ୍ରମ ରହିଛି । ହେଲେ ଏହା ପୁର୍ବରୁ ସେ ସୋମନାଥ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବେ ଓ ଭଗବାନଙ୍କ ଆଶୀର୍ବାଦ ଭିକ୍ଷା କରିବେ । ପ୍ରଧାନମନ୍ତ୍ରୀ ସୋମନାଥ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ରହିଛନ୍ତି ।
ରବିବାର ମୋଦି ସୋମନାଥ ମନ୍ଦିର ଯିବା ପରେ ସୌରାଷ୍ଟ୍ରରେ ୪ଟି ରାଲିକୁ ସମ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ସେ ବେରାୱଲ, ଧୋରାରଜି, ଅମରେଲି ଓ ବୋଟାଦରେ ଜନସାଧାରଣଙ୍କୁ ସାମ୍ବୋଧନ କରିବେ । ଭାଜପା ସୌରାଷ୍ଟ୍ରର ଏହିସବୁ ଆସନରୁ ଗତ ବିଧାନସଭା ନିର୍ବାଚନରେ କୌଣସି ଗୋଟିଏ ଆସନରେ ବି ବିଜୟୀ ହୋଇ ନ ଥିଲା । ଭଜପା ଯଦିଓ ରାଜ୍ୟରେ ସରକାର ଗଠନ କରିଥିଲା ହେଲେ ଲୋକଙ୍କ ଚିନ୍ତାଧାରାକୁ ବଦଳାଇ ପାରି ନ ଥିଲା । ଏଠାରେ ଲୋକେ ପାରମ୍ପାରିକ ଭାବେ କଂଗ୍ରେସକୁ ଭୋଟ ଦେଇଥିଲେ ।
କାର୍ଯ୍ୟସୂଚୀ ଅନୁଯାୟୀ, ମୋଦି ସକାଳ ୧୧ଟାରେ ସୌରାଷ୍ଟ୍ରର ବେରାୱଲରେ ରହିବେ ଓ ଦିନ ୧୨ଟା ୪୫ରେ ଧୋରାଜିରେ ରହିବେ । ଅମରେଲିରେ ଦିନ ୨ଟା ୩୦ରେ ଓ ବୋଟାଜରେ ସନ୍ଧ୍ୟା ୬ଟା ୧୫ରେ ଜନସଭାକୁ ସମ୍ବୋଧିତ କରିବେ । ଏହାପରେ ସନ୍ଧ୍ୟାରେ ଗାନ୍ଧିନଗର ଫେରିଆସିବେ ଓ ରାତିରେ ରାଜଭବନରେ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri