Posted inଜାତୀୟ

ବୋହୂ ରିଭାବାଙ୍କୁ ଭୋଟ ନ ଦେବାକୁ ଜନସାଧାରଣଙ୍କୁ ନିବେଦନ କଲେ ଜାଡେଜାଙ୍କ ପିତା

ଅହମ୍ମଦାବାଦ,୨୯।୧୧: ଗୁଜରାଟ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ଆଜି ପ୍ରଚାରର ଶେଷ ଦିନ। ଏଥର ଉତ୍ତର ଜାମନଗର ଆସନରୁ ଭାଜପା କ୍ରିକେଟର୍‌ ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭାବାଙ୍କୁ ଟିକେଟ ଦେଇଛି। ମଙ୍ଗଳବାର କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ପିତା ଅନିରୁଦ୍ଧ ବୋହୂ ରିଭାବାଙ୍କୁ ଭୋଟ ନ ଦେଇ କଂଗ୍ରେସ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ରବୀନ୍ଦ୍ର ଜାଡେଜା ସ୍ତ୍ରୀଙ୍କ ପାଇଁ ନିରନ୍ତର ପ୍ରଚାର କରୁଥିବାବେଳେ ତାଙ୍କ ଭଉଣୀ ନୈନା ଏବଂ ପିତା ରିଭାବାଙ୍କ ବିରୋଧରେ ଏକ ଫ୍ରଣ୍ଟ ଖୋଲିଛନ୍ତି। ନୈନା କଂଗ୍ରେସ ଦଳର ଜଣେ ସଦସ୍ୟ ଏବଂ ଜଣେ ଷ୍ଟାର ପ୍ରଚାରକ ଭାବରେ ଜାମନଗର ଆସନରେ କଂଗ୍ରେସ ପ୍ରାର୍ଥୀ ପାଇଁ ଭୋଟ ପ୍ରଚାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ଫସିଥିବା ଭାରତୀୟଙ୍କୁ ମୁକୁଳାଇବାକୁ କଥା ଦେଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୪।୮: ଇରାନରେ ଫସି ରହିଥିବା ଭାରତୀୟଙ୍କୁ ଶୀଘ୍ର ମୁକୁଳାଇବାକୁ କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର। ଶନିବାର ସେ ଟୁଇଟ୍‌ କରି ଏହା ଜଣାଇଛନ୍ତି। ଷ୍ଟେନା...

ଟ୍ୟୁସନ ଫି ନ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୋପାଳ,୬ ।୭: ସାରା ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ କହିଛନ୍ତି ଆଗାମୀ ତୃତୀୟ...

କ୍ୟାପଟେନ ଅମରିନ୍ଦର ସିଂଙ୍କ ‘ମୁଖ୍ୟ ପରାମର୍ଶଦାତା’ ପଦରୁ ଇସ୍ତଫା ଦେଲେ ପ୍ରଶାନ୍ତ କିଶୋର

ଚଣ୍ଡିଗଡ଼,୫ ।୮: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶେ।।ର ପଞ୍ଜାବ ବିଧାନସଭା ନିର୍ବାଚନର ଠିକ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ‘ମୁଖ୍ୟ ପରାମର୍ଶଦାତା’ ପଦରୁ...

ସୋନିଆ-ମନମୋହନଙ୍କୁ ଭେଟିଲେ ହସିନା

ନୂଆଦିଲ୍ଲୀ,୬।୧୦: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ରବିବାର ଭେଟିଛନ୍ତି। ଏହା ସହିତ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ମଧ୍ୟ...

ସ୍ଥିତି ଅଣାୟତ୍ତ ମୁହାଁ, ଦୈନିକ ସଂକ୍ରମଣ ୧୩ ହଜାର ଟପିଲା…

ନୂଆଦିଲ୍ଲୀ, ୨୩।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତି: କରୋନା ଲଢ଼େଇରେ ସାଜିଛନ୍ତି ସୁପର ସ୍ପ୍ରେଡର !

ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି।...

‘ଗୋଆରେ ସରକାରକୁ ଆସିଲେ ମାଗଣାରେ ବିଦ୍ୟୁତ୍‌ ଦେବୁ’

ପଣନୀ,୧୪।୭: ଯଦି ଦିଲ୍ଲୀ ବାସୀ ମାଗଣାରେ ବିଦ୍ୟୁତ ପାଉଛନ୍ତି, ତେବେ ଗୋଆ ଲୋକେ କାହିଁକି ନୁହେଁ। ଗୋଆରେ ସରକାରକୁ ଆସିଲେ ପ୍ରତ୍ୟେକ ପରିବାରକୁ ମାସକୁ ୩୦୦...

୩୬ ଘଣ୍ଟା ପରେ ମୁହଁ ଖୋଲିଲେ ସରକାର: ଜୁନ ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ, ୧୭।୬: ଭାରତ ଚାଇନା ମଧ୍ୟରେ ଉତ୍ତେଜନା ସୃଷ୍ଟି ହେବାର ୩୬ ଘଣ୍ଟା ପରେ ସରକାର ମୁହଁ ଖୋଲିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୧୯...

Advertisement
Archives

Model This Week