Posted inଜାତୀୟ

ଦୀପାବଳି ପରେ ଗୁଜୁରାଟ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୧୪।୧୦: ଦୀପାବଳି ଅର୍ଥାତ୍‌ ଆସନ୍ତା ୨୪ ତାରିଖ ପରେ ଗୁଜୁରାଟ ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା ହୋଇପାରେ। ଶୁକ୍ରବାର ଗୁଜୁରାଟ, ହିମାଚଳ ପ୍ରଦେଶର ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରାଯିବ ବୋଲି ଆଶା କରାଯାଉଥିଲା। ହେଲେ ନିର୍ବାଚନ କମିଶନ କେବଳ ହିମାଚଳ ପ୍ରଦେଶର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ୬୮ ଆସନ ପାଇଁ ନଭେମ୍ବର ୧୨ରେ ମତଦାନ ପାଇଁ ଦିନ ଧାର୍ଯ୍ୟ ହୋଇଥିବା ବେଳେ ଡିସେମ୍ବର ୮ରେ ଫଳାଫଳ ପ୍ରକାଶ ପାଇବ। ଅନ୍ୟପଟେ, ଅକ୍ଟୋବର ୧୭ରେ ନିର୍ବାଚନ ସମ୍ପର୍କୀତ ଚୂଡାନ୍ତ ବିଜ୍ଞପ୍ତି,୧୫ରେ ନାମାଙ୍କନପତ୍ର ଦାଖଲ ,୨୭ରେ ଯାଞ୍ଚ ଏବଂ ୨୭ରେ ନାମାଙ୍କନ ପ୍ରତ୍ୟାହାର ପାଇଁ ତାରିଖ ଘୋଷଣା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri