Posted inଜାତୀୟ

ଗୁଜରାଟ ବିଧାନସଭା ନିର୍ବାଚନ: ୪୬ ଜଣ ପ୍ରାର୍ଥିଙ୍କ ଦ୍ୱିତୀୟ ତାଲିକା ଜାରି କଲା କଂଗ୍ରେସ

ଅହମଦାବାଦ,୧୧ ।୧୧: ଗୁଜରାଟ ରାଜନୀତି ଏବେ ସରଗରମ । କାରଣ ପାଖେଇ ଆସୁଛି ବିଧାନସଭା ନିର୍ବାଚନ । ଏହାକୁ ନେଇ ଏବେ ସବୁ ରାଜନୈତିକ ଦଳ ତତ୍ପର । ଗୁରୁବାର ବିଳମ୍ବିତ ରାତିରେ କଂଗ୍ରେସ ତା’ର ଦ୍ୱିତୀୟ ପ୍ରାର୍ଥି ତାଲିକା ଜାରି କରିଛି । ଏଥିରେ ୪୬ ଜଣଙ୍କ ନାମ ରହିଛି । ଏହି କ୍ରମରେ ୪୬ ଜଣଙ୍କୁ କଂଗ୍ରେସ ଟିକେଟ ଦେଇଛି । ଏହା ପୂର୍ବରୁ ଦଳ ପକ୍ଷରୁ ଜାରି କରାଯାଇଥିବା ପ୍ରଥମ ତାଲିକାରେ ୪୩ ଜଣଙ୍କୁ ଟିକେଟ ଦିଆଯାଇଥିଲା ।

ଚଳିତ ଥର ଗୁଜରାଟ ବିଧାନସଭା ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ପ୍ରଥମଟି ୧ ଡିସେମ୍ବର ଓ ଦ୍ୱିତୀୟ ପର୍ଯ୍ୟାୟ ୫ ଡିସେମ୍ବର । ଦ୍ୱିତୀୟ ଥର କଂଗ୍ରେସ ୪୬ ଜଣ ପ୍ରାର୍ଥିଙ୍କୁ ଟିକେଟ ଦେଇଛି । ଏବେ କଂଗ୍ରେସ ମୋଟ ୮୯ ଜଣଙ୍କୁ ଟିକେଟ ଦେଇଛି । ଗତ ଶୁକ୍ରବାର ଦଳ ୪୩ ଜଣିଆ ପ୍ରଥମ ପ୍ରାର୍ଥି ତାଲିକା ଜାରି କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri