Posted inଜାତୀୟ

ଗୁଜରାଟ ନିର୍ବାଚନ: ରେକର୍ଡ ବିଜୟ ମୁହାଁ ଭାଜପା…

ଅହମଦାବାଦ,୮।୧୨ : ଗୁଜରାଟ ବିଧାନସଭା ନିର୍ବାଚନ ଫଳାଫଳରେ ରାଜ୍ୟର ୧୮୨ ବିଧାନସଭା ଆସନ ମଧ୍ୟରୁ ୧୪୯ରେ ଭାଜପା ଆଗୁଆ ରହିଛି। ସେହିପରି ୨୦ ରେ କଂଗ୍ରେସ ଏବଂ ଏଏପି ୮ରେ ଆଗୁଆ ରହିଛି। ଅପରପକ୍ଷରେ ଅନ୍ୟାନ୍ୟ ୫ ଆସନରେ ଆଗୁଆ ରହିଛନ୍ତି।

ସରକାର ଗଠନ ପାଇଁ ଗୁଜରାଟରେ କୁହୁକ ସଂଖ୍ୟା ହେଉଛି ୯୧। ଭାଜପା ଏହାକୁ ଟପି ଆଗେଇବାରେ ଲାଗିଛି। ଫଳରେ ଲଗାତାର ୭ମ ଥର ପାଇଁ ଗୁଜରାଟରେ ଭାଜପା ସରକାର କ୍ଷମତା ଦଖଲ କରିବା ନିଶ୍ଚିତ ହୋଇଛି। ଏହା ସହିତ ଭାଜପା ରେକର୍ଡ ବିଜୟ ମୁହାଁ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା…

ରାଘବ ଚଢାଙ୍କ ସମେତ AAP ଛାଡିଥିବା ଏମ୍‌ପିଙ୍କ ଉପରେ ବର୍ଷିଲେ ଭଗବନ୍ତ ମାନ, କହିଲେ ଏମାନେ ପଞ୍ଜାବର ଦେଶଦ୍ରୋହୀ

ନୂଆଦିଲ୍ଲୀ,୨୫।୪: ରାଘବ ଚଢା ଏବଂ ଆମ ଆଦମୀ ପାର୍ଟିର ଅନ୍ୟ ଛଅ ଜଣ ଏମ୍‌ପିଙ୍କ ଭାଜପାରେ ଯୋଗଦାନ ଉପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ କଡ଼ା ପ୍ରତିକ୍ରିୟା…

ମେ ୧୧ରୁ ବରଗଡ଼ରେ ରବି ଧାନକିଣା: ଜିଲାର ୧୮୩ ମଣ୍ଡିରେ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆସନ୍ତା ମେ ୧୧ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଏଥର ଜିଲାର ୧୮୩ ମଣ୍ଡିରେ ଧାନ କିଣାବିକା ହେବ। ସକାଳ ୬ଟାରୁ…

ଜମି ବିବାଦକୁ ନେଇ ଶ୍ୱଶୁର-ଜ୍ୱାଇଁଙ୍କୁ ହତ୍ୟା! ଟ୍ରେନ ଭିତରେ ମାରିଫିଙ୍ଗିଦେଲେ ଥିବା ସନ୍ଦେହ

କେସିଙ୍ଗା,୨୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କିକିଆ ଗ୍ରାମର ଜଣେ ବ୍ୟକ୍ତି ନିଜ ଶ୍ୱଶୁରଙ୍କୁ ବିଶାଖାପାଟଣା ଚିକିତ୍ସା ପାଇଁ ଯାଇଥିଲେ। ଚିକିତ୍ସା ପରେ ନିଜ…

‘ଇରାନ-ଆମେରିକା ମଧ୍ୟରେ କୌଣସି ସିଧାସଳଖ ଆଲୋଚନା ହେବ ନାହିଁ’, ପାକିସ୍ତାନରେ ଆଲୋଚନା ପୂର୍ବରୁ ତେହରାନର ସ୍ପଷ୍ଟ ବୟାନ

ଓ୍ବାଶିଂଟନ୍‌,୨୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ପୁନର୍ବାର ଆରମ୍ଭ ହେଉଛି। ଏହି ଆଲୋଚନା ପାଇଁ ଇରାନୀ ପ୍ରତିନିଧି ଦଳ ଇସଲାମାବାଦରେ ପହଞ୍ଚିଛନ୍ତି, ଯାହା…

ରବିଧାନ ସଂଗ୍ରହ ବୈଠକରେ ଖରିଫ୍‌ ତାତି: ଚାଷୀ ଆନ୍ଦୋଳନ ଭୟରେ ପୋଲିସ ଛାଉଣି

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଅନେକ ଚାଷୀ ବିଭାଗୀୟ ଅବହେଳା ଯୋଗୁ ଏପର୍ଯ୍ୟନ୍ତ ଗତବର୍ଷ ଖରିଫ୍‌ରେ ଧାନ ବିକ୍ରି କରି ପାରିନାହାନ୍ତି। ଧାନବିକ୍ରି ଦାବିରେ ଜିଲାର ଭେଡ଼େନ ବ୍ଲକ…

ଏହି ଦିନଠୁ ପାଗ ବଦଳିବ: ୨୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୫ା୪(ବନ୍ଦନା ସେଠୀ):ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଲୋକେ ଛଟପଟ ହେଉଛନ୍ତି। ପାରଦ ଉପରମୁହଁା ହେବା ସହ ୪୫ ଡିଗ୍ରୀର ନିକଟତର…

ମଣିପୁରରେ ସାନି ହିଂସା: ୩ ମୃତ

ଇମ୍ଫାଲ୍‌,୨୫ା୪: ମଣିପୁରର ଉଖ୍ରୁଲ୍‌ ଜିଲାରେ ଶୁକ୍ରବାର ନାଗା ଓ କୁକି ସମ୍ପ୍ରଦାୟ ୨ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଅନୂ୍ୟନ ୩ ଜଣଙ୍କ ମୃତ୍ୟୁ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri