Posted inଜାତୀୟ

ଗୁଜରାଟ ନିର୍ବାଚନ: ଆଉ ୩୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ, ଏବେ ପର୍ଯ୍ୟନ୍ତ ୧୪୨ ପ୍ରାର୍ଥୀ ମଇଦାନରେ

ଗାନ୍ଧିନଗର,୧୪ ।୧୧: ବେଳକୁ ବେଳ ସରଗରମ ହେଲାଣି ଗୁଜରାଟର ରାଜନୈତିକ ବାତାବରଣ । ଏବେ ପ୍ରାୟ ସମସ୍ତ ରାଜନୈତିକ ଦଳ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିବାରେ ବ୍ୟସ୍ତ ଅଛନ୍ତି । କଂଗ୍ରେସ ପକ୍ଷରୁ ଏଥର ରବିବାର ଆଉ ୩୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଦଳ ପକ୍ଷରୁ ବଡଗାମ ଆସନରେ ଜିଗ୍ନେଶ ମେୱାଣିଙ୍କୁ ପ୍ରାର୍ଥୀ କରାଯାଇଛି । ପ୍ରଥମେ ୬ ଜଣ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ଜାରି କରାଯାଇଥିଲା, ଏଥିରେ ମନହର ପଟେଲଙ୍କ ନାମ ରହିଛି । ତାଙ୍କୁ ବାଟୋଦରୁ ରମେଶ ମେରଙ୍କ ସ୍ଥାନରେ ଟିକେଟ ଦିଆଯାଇଛି । ଏହାପରେ ସନ୍ଧ୍ୟାରେ ଆଉ ୩୩ ଜଣ ପ୍ରାର୍ଥିଙ୍କ ତାଲିକା ଜାରି କରାଯାଇଛି ।
ସୂଚନାଯୋଗ୍ୟ, କଂଗ୍ରେସ ଏବେ ପର୍ଯ୍ୟନ୍ତ ୧୪୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରି ସାରିଲାଣି । ପଞ୍ଚମ ସୂଚି ଅନୁସାରେ ମୋରବିରୁ ଜୟନ୍ତି ଜେରାଜଭାଇ ପଟେଲ, ଜାମନଗର ଗ୍ରାମୀଣରୁ ଜୀବନ କୁଂଭରୱାଦିୟା ଆଦିଙ୍କୁ ଟିକେଟ ଦିଆଯାଇଛି । ସୂଚନାଯୋଗ୍ୟ, ୪ ନଭେମ୍ବରରେ କଂଗ୍ରେସ ତା’ର ପ୍ରଥମ ପ୍ରାର୍ଥି ତାଲିକା ଘୋଷଣା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅନ୍ତର୍ଗତ ପଣ୍ଡରେନ ଗାଁ ନିକଟ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଗୋଟିଏ ପରିବାରର ୪…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଏବେବି ରହିଛି ସସପେନ୍ସ, BCCI ଦେଲା ବଡ଼ ବୟାନ

ନୂଆଦିଲ୍ଲୀ,୯।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 World Cup 2026 ମ୍ୟାଚ ନିରନ୍ତର ଖବରର ଶିରୋନାମାରେ ରହିଛି। ଫେବୃଆରୀ ୧୫ରେ କଲମ୍ବୋରେ ହେବାକୁ ଥିବା ଏହି…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ…

ବାଣିଜ୍ୟ, ପ୍ରତିରକ୍ଷାରେ ସହଯୋଗ ବଢ଼ାଇବେ ଭାରତ, ମାଲେସିଆ

କୁଆଲାଲୁମ୍ପୁର,୯ା୨(ପି.ଟି.): ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା, ଶକ୍ତି, ଆଧୁନିକ ଉତ୍ପାଦନ ଏବଂ ସେମିକଣ୍ଡକ୍ଟର ଆଦି ସର୍ବାଧିକ ପ୍ରାଥମିକତା ଥିବା ସେକ୍ଟରରେ ଭାରତ ଓ ମାଲେସିଆ ସମ୍ପର୍କ ବଢ଼ାଇବା ପାଇଁ…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri