Posted inଜାତୀୟ

ଗୁଜରାଟ ନିର୍ବାଚନ : ପ୍ରଧାନମନ୍ତ୍ରୀ ଦେଲେ ଭୋଟ…

ଅହମଦାବାଦ,୫।୧୨ : ଗୁଜରାଟର ୧୪ ଟି ଜିଲାର ୯୩ ଟି ଆସନରେ ସୋମବାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଭୋଟ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଅହମଦାବାଦରେ ଧାଡ଼ିରେ ଠିଆ ହୋଇ ଭୋଟ ଦେଇଛନ୍ତି। ପୂର୍ବାହ୍ନ ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ରାନିପର ନିଶାନ ପବ୍ଲିକ୍‌ ସ୍କୁଲରେ ଥିବା ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି।

ବନାସକାଣ୍ଠା, ପଟନା, ମେହସାଣା, ସାବରକାଣ୍ଠା, ଅରାବଲି, ଗାନ୍ଧିନଗର, ଅହମଦାବାଦ, ଆନନ୍ଦ, ଖେଡା, ମହିସାଗର, ପଞ୍ଚ ମହଲ, ଦାହୋଦ, ବଡୋଦରା ଏବଂ ଛୋଟା ଉଦୟପୁର ଆଦି ଜିଲାରେ ମତଦାନ ଜାରି ରହିଛି।

ମତଦାନ କରିବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ଗଣତନ୍ତ୍ରର ପର୍ବ ଏବଂ ଭୋଟରମାନେ ଏହାକୁ ଉତ୍ସାହର ସହ ପାଳନ କରୁଛନ୍ତି। ଏଥିପାଇଁ ମୁଁ ଆପଣଙ୍କୁ ଅଭିନନ୍ଦନ ଜଣାଉଛି ମୁଁ ନିର୍ବାଚନ ଆୟୋଗଙ୍କୁ ମଧ୍ୟ ଅଭିନନ୍ଦନ ଜଣାଉଛି ଯେ ସେମାନେ ନିର୍ବାଚନକୁ ଏକ ପ୍ରଶଂସନୀୟ ଢଙ୍ଗରେ ବିକଶିତ କରିଛନ୍ତି ଯାହା ସମଗ୍ର ବିଶ୍ୱରେ ଭାରତର ଗଣତନ୍ତ୍ରର ମହାନ ପରମ୍ପରାକୁ ପରିଚିତି କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri