Posted inଜାତୀୟ

ସୁରତ ଡାକ୍ତରଖାନାରେ ଅଗ୍ନିକାଣ୍ଡ

ସୁରତ,୧୮।୧୧-ଗୁଜୁରାଟର ସୁରଟ ସହରରେ ଥିବା ଏକ ଡାକ୍ତରଖାନାରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଡାକ୍ତରଖାନାରେ ଅଗ୍ନିକାଣ୍ଡ କିପରି ଘଟିଲା ସେ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହଁି। ଖବରଲେଖା ସୁଦ୍ଧା କେହି ମୃତାହତ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୂଷଳ ଧାରା ବର୍ଷାରେ ଭିଜି ଭାଷଣ ଦେଲେ ରାହୁଲ

ମହୀଶୁର,୩।୧୦: ଭାରତ ଯୋଡୋ ଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରବଳ ବର୍ଷା ମଧ୍ୟରେ କର୍ନାଟକର ମହୀଶୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

‘ଅଗଷ୍ଟ ୧୫ ସୁଦ୍ଧା ଟିକା ସମ୍ଭବ ନୁହେଁ’

କାନପୁର/ଲକ୍ଷ୍ନୌ,୭ା୭(ପି.ଟି.): ଅଗଷ୍ଟ ୧୫ ସୁଦ୍ଧା କୋଭିଡ୍‌ ଟିକା ଶୁଭାରମ୍ଭ କରିବା ପାଇଁ ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ଲକ୍ଷ୍ୟ ଧାର୍ଯ୍ୟ କରିଥିବାବେଳେ ଏହା ଅବାସ୍ତବ...

କରୋନାରେ ୧୪ ମାସ ଶିଶୁର ମୃତ୍ୟୁ

ଗାନ୍ଧୀନଗର,୯ା୪(ଆଇଏଏନ୍‌ଏସ୍‌): ଗୁଜରାଟରେ କରୋନା ସଂକ୍ରମଣରେ ୧୪ ମାସର ଶିଶୁର ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୯ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୬ରେ ପହଞ୍ଚତ୍ଛି। କୋଭିଡ୍‌-୧୯ରେ...

ସକ୍ରିୟ ମାମଲା ୨୦ ହଜାର ଟପିଲା…

ନୂଆଦିଲ୍ଲୀ, ୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଭାରତ ବନ୍ଦ: ହକ୍‌ ପାଇଁ ଗର୍ଜୁଛନ୍ତି ଚାଷୀ

ନୂଆଦିଲ୍ଲୀ,୮।୧୨: ନୂଆ କୃଷି ଆଇନ ବିରୋଧରେ ବିଭିନ୍ନ ଚାଷୀ ସଂଗଠନ ଆଜି ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏହି ଅବସରରେ ସକାଳୁ ଦେଶର ବିଭିନ୍ନ ସ୍ଥାନରେ...

ଅପରାଧୀଙ୍କ ଗୁଳିରେ ଡିଏସପିଙ୍କ ସମେତ ୮ ପୋଲିସ କର୍ମୀ ଶହୀଦ

କାନପୁର,୩।୭: ଉତ୍ତର ପ୍ରଦେଶ କାନପୁରରେ ମୋଷ୍ଟ ୱାଣ୍ଟେଡ ଅପରାଧୀଙ୍କ ସହ ଗୁଳିବିନିମୟ ବେଳେ ୮ ପୋଲିସ କର୍ମଚାରୀ ଶହୀଦ ହୋଇଛନ୍ତି। ଶହୀଦଙ୍କ ମଧ୍ୟରେ କାନପୁର ଡେପୁଟି...

ପାକିସ୍ତାନକୁ ଆକାଶ ପଥ ମାଗିଲା ଭାରତ

ନୂଆଦିଲ୍ଲୀ,୧୮।୯: ଭାରତ ପାଇଁ ପାକିସ୍ତାନ ତା’ର ଆକାଶ ପଥ ବନ୍ଦ କରି ଦେଇଥିବା ବେଳେ ଏବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ଭାରତ ପାକିସ୍ତାନକୁ ତା’ର...

ପଶ୍ଚିମବଙ୍ଗରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥରମାଡ଼

କୋଲକାତା,୧୧।୬: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଦିଆଯାଇଥିବା ବିବାଦୀୟ ବୟାନକୁ ନେଇ ଏବେ ଦେଶର ବିଭିନ୍ନ ପ୍ରାନ୍ତରେ ହିଂସାକାଣ୍ଡ ଘଟିବା ସହ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ପଥରମାଡ଼...

Advertisement
Archives

Model This Week