Posted inଜାତୀୟ

ସୁରତ ଡାକ୍ତରଖାନାରେ ଅଗ୍ନିକାଣ୍ଡ

ସୁରତ,୧୮।୧୧-ଗୁଜୁରାଟର ସୁରଟ ସହରରେ ଥିବା ଏକ ଡାକ୍ତରଖାନାରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଡାକ୍ତରଖାନାରେ ଅଗ୍ନିକାଣ୍ଡ କିପରି ଘଟିଲା ସେ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହଁି। ଖବରଲେଖା ସୁଦ୍ଧା କେହି ମୃତାହତ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଚିକିତ୍ସା ପାଇଁ ଭାରତୀୟଙ୍କ ପାଖରେ ନାହିଁ ଟଙ୍କା

ନୂଆଦିଲ୍ଲୀ, ୧୮।୬: ପରିବର୍ତ୍ତିତ ଜୀବନ ଶୈଳୀରେ ବହୁ ଭାରତୀୟ ମାନସିକ ଅବସାଦ ଗ୍ରସ୍ତ ହୋଇଥାନ୍ତି। କେତେକ ଏହାର ଚିକିତ୍ସା ମଧ୍ୟ କରିଥାନ୍ତି। ଅପରପକ୍ଷରେ ଏହାର ଚିକିତ୍ସା...

ଫୁଲ ବର୍ଷା କରିବ ବାୟୁସେନା ବିମାନ

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧାଙ୍କ...

ମହାରାଷ୍ଟ୍ର ବିଧାନସଭାରେ ହଟ୍ଟଗୋଳ: ୧୨ ଭାଜପା ବିଧାୟକ ନିଲମ୍ବିତ

ମୁମ୍ବାଇ,୫।୭: ମହାରାଷ୍ଟ୍ର ବିଧାନସଭାର ଦୁଇ ଦିନିଆ ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ହେଲେ ପ୍ରଥମ ଦିନରୁ ହିଁ ବିରୋଧୀ ଭାଜପାର ସଦସ୍ୟମାନେ ଓବିସି ସଂରକ୍ଷଣକୁ...

କୋଲକାତାରେ ମୋଦିଙ୍କ ଗସ୍ତକୁ ବିରୋଧ

କୋଲକାତା,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଗସ୍ତରେ ଶନିବାର ପଶ୍ଚିମବଙ୍ଗ ଯିବେ। ଏହାପୂର୍ବରୁ ଛାତ୍ର ସଂଗଠନ ଷ୍ଟୁଡେଣ୍ଟ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ତାଙ୍କ ଗସ୍ତକୁ...

ଝିଅ ଆଗରେ ମୁସଲିମ ବ୍ୟକ୍ତିଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଗଲା

ଲକ୍ଷ୍ନୌ, ୧୨।୮: ଇ-ରିକ୍ସା ଚଲାଉଥିବା ଜଣେ ୪୫ ବର୍ଷୀୟ ମୁସଲିମ ବ୍ୟକ୍ତିଙ୍କୁ ନିର୍ଯାତନା ଦିଆଯିବା ସହ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଇଥିଲା। ଦୟା ପାଇଁ...

ଇଣ୍ଡିଆ ଗେଟ୍‌ରେ ସ୍ଥାପନ ହେବ ନେତାଜୀଙ୍କ ପ୍ରତିମୂର୍ତ୍ତି

ନୂଆଦିଲ୍ଲୀ,୨୧।୧: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍‌ରେ ନେତାଜୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ନେଇ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌...

ଗହମ ପରେ ଭାରତ ଚା’ କୁ ଫେରାଇଲେ ବହୁ ଦେଶ, କୀଟନାଶକ ଥିବା ଅଭିଯୋଗ…

ନୂଆଦିଲ୍ଲୀ, ୪।୬ : ଭାରତୀୟ ଚା’ ରପ୍ତାନିକାରୀ ସଂଘ (ଆଇଟିଈଏ) ର ସଭାପତି ଅଶୂଂମାନ କାନୋରିଆ କହିଛନ୍ତି ଯେ କୀଟନାଶକ ଏବଂ ରାସାୟନିକ ପଦାର୍ଥର ଧାର୍ଯ୍ୟ...

ଜରୁରୀକାଳିନ ସ୍ଥିତି ପାଇଁ ପ୍ରସ୍ତୁତ ହୁଅ

ନୂଆଦିଲ୍ଲୀ,୧୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ଜିନତ ଧୂଆଁର ବଳୟ ଦିନକୁ ଦିନ ଅଧିକରୁ ଅଧିକ ଘନ ହେବାରେ ଲାଗିଛି। ତାପମାତ୍ର ଖସୁ ଥିବାରୁ ସ୍ଥିତି ଆହୁରି...

Advertisement
Archives

Model This Week