Categories: ଜାତୀୟ

ସୁରତ ଡାକ୍ତରଖାନାରେ ଅଗ୍ନିକାଣ୍ଡ

ସୁରତ,୧୮।୧୧-ଗୁଜୁରାଟର ସୁରଟ ସହରରେ ଥିବା ଏକ ଡାକ୍ତରଖାନାରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଡାକ୍ତରଖାନାରେ ଅଗ୍ନିକାଣ୍ଡ କିପରି ଘଟିଲା ସେ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହଁି। ଖବରଲେଖା ସୁଦ୍ଧା କେହି ମୃତାହତ ହୋଇ ନ ଥିବା ଜଣାପଡିଛି।

Share