Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ମାମଲାରେ କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଆଶ୍ୱସ୍ତି

ନୂଆଦିଲ୍ଲୀ,୯।୧୧: ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗୁଜରାଟ ହାଇକୋର୍ଟରୁ ଆଶ୍ୱସ୍ତି ପାାଇନାହାଁନ୍ତି। କୋର୍ଟ ଗୁରୁବାର କେଜ୍‌ରିଓ୍ବାଲଙ୍କ ସେହି ଆବେଦନକୁ ଖାରଜ କରିଛନ୍ତି, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ସୂଚନା ଦେବା ପାଇଁ କେନ୍ଦ୍ରୀୟ ସୂଚନା ଆୟୋଗ(ସିଆଇସି)ର ଗୁଜରାଟ ବିଶ୍ୱବିଦ୍ୟାଳୟକୁ ଦେଇଥିବା ନିର୍ଦ୍ଦେଶକୁ ରଦ୍ଦ କରିବା ଆଦେଶ ଉପରେ ସମୀକ୍ଷା କରିବାକୁ ଅପିଲ କରିଥିଲେ।

ଏହାପୂର୍ବରୁ ଜଷ୍ଟିସ ବିରେନ ବୈଷ୍ଣବଙ୍କ ପୀଠ ସମୀକ୍ଷା ଆବେଦନ ଉପରେ ସେପ୍ଟେମ୍ବର ୩୦ରେ ନିଜର ନିଷ୍ପତ୍ତିକୁ ସଂରକ୍ଷିତ ରଖିଥିଲେ। ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୩୧ରେ ଜଷ୍ଟିସ ବୈଷ୍ଣବ ସିଆଇସିର ଆଦେଶକୁ ବାତିଲ କରିଥିଲେ ଯେଉଁଥିରେ ଗୁଜରାଟ ବିଶ୍ୱବିଦ୍ୟାଳୟ ଆରଟିଆଇ ଅଧୀନରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପିଏମ ମୋଦିଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ସୂଚନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହା ବ୍ୟତୀତ କୋର୍ଟ ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କ ଉପରେ ୨୫ ହଜାର ଟଙ୍କା ଜରିମାନା ମଧ୍ୟ ଲଗାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା Exit Poll, ବଙ୍ଗରେ ୫ଗୁଣା ବଢିଯିବ କଂଗ୍ରେସ ସିଟ୍‌!

କୋଲକାତା,୩୦।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବୁଧବାର (୨୯ ଏପ୍ରିଲ, ୨୦୨୬) ଶେଷ ହୋଇଛି। ସମକାଳୀନ ଭାବରେ, ଏକଜିଟ ପୋଲର ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏହି…

ବାଛୁରୀକୁ ଖାଇଦେଲା ବାଘ! ଗାଁରେ ଖେଲିଗଲା ଆତଙ୍କ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ଆମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଉକ୍ତ ବ୍ଲକ ଅନ୍ତର୍ଗତ କର୍ଲା ଗ୍ରାମର ଗୋପାଳ ଭୋଇଙ୍କ ଗୁହାଳରେ…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ…

୨୦୩୦ ସୁଦ୍ଧା ଚନ୍ଦ୍ରରେ ବସତି ସ୍ଥାପନ ପ୍ରସ୍ତୁତି: ଫୁଲି ପାରୁଥିବା ଘରେ ରହିବେ ମହାକାଶଚାରୀ

ୱାଶିଂଟନ/ସିଙ୍ଗାପୁର, ୩୦ା୪:ଚନ୍ଦ୍ର ପୃଷ୍ଠରେ ମଣିଷ ରହିବା ଏବେ ଆଉ କେବଳ କଳ୍ପନା ହୋଇ ରହିନାହିଁ। ଆସନ୍ତା ୨୦୩୦ ସୁଦ୍ଧା ଚନ୍ଦ୍ରରେ ଏକ ସ୍ଥାୟୀ ମାନବ ବସତି ସ୍ଥାପନ…

ଆମେରିକା ପାସ୍‌ପୋର୍ଟରେ ଟ୍ରମ୍ପ୍‌ଙ୍କ ଫଟୋ: ବଢୁଛି ଚର୍ଚ୍ଚା

ୱାଶିଂଟନ୍‌, ୩୦ା୪:ଆମେରିକା ପାସ୍‌ପାର୍ଟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଫଟୋ ଦେଖିବାକୁ ମିଳିବ ବୋଲି ମଙ୍ଗଳବାର ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି। ସରକାରୀ ଅନୁଷ୍ଠାନଗୁଡ଼ିକ ଉପରେ ନିଜର ବ୍ୟକ୍ତିଗତ…

Exit Poll 2026: ଆସାମରେ ଭାଜପା, ତାମିଲନାଡୁରେ ଡିଏମ୍‌କେ, କେରଳରେ ୟୁଡିଏଫ୍‌ ଆଉ ପଶ୍ଚିମବଙ୍ଗରେ…

ନୂଆଦିଲ୍ଲୀ,୨୯ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହେବା ପରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri