Posted inଜାତୀୟ

ପିଏମ୍‌ଓ ଅଫିସର ପରିଚୟ ଦେଇଥିବା ଗୁଜରାଟ ଠକ ଗିରଫ

ଶ୍ରୀନଗର, ୧୮ା୩: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ର ବରିଷ୍ଠ ପଦାଧିକାରୀ ପରିଚୟ ଦେଇ ୩ ଥର କଶ୍ମୀର ଉପତ୍ୟକାକୁ ଗସ୍ତ କରିଥିବା ଗୁଜରାଟର ଠକ କିରନ ପଟେଲଙ୍କୁ ଗତ ୩ ତାରିଖରେ ସୁରକ୍ଷା ବଳ ଗିରଫ କରିଛି। ତାଙ୍କ ଗସ୍ତ ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଥିଲା। ତେବେ ନିର୍ଦ୍ଦିଷ୍ଟ ସୂତ୍ରରୁ ସୂଚନା ପାଇ ସୁରକ୍ଷା ଅଧିକାରୀମାନେ ଶ୍ରୀନଗରର ଏକ ପଞ୍ଚତାରକା ହୋଟେଲରୁ ତାଙ୍କୁ ଗିରଫ କରିଥିଲେ। ସ୍ଥାନୀୟ କୋର୍ଟ ଶୁକ୍ରବାର ତାଙ୍କୁ ୧୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଦେଇଛନ୍ତି। ପୋଲିସ ଅଭିଯୋଗ ଅନୁଯାୟୀ ଯଦି କିରନ ଉପତ୍ୟକାର ବିପଦପୂର୍ଣ୍ଣ ସ୍ଥାନକୁ ଯାଉଥିଲେ, ତେବେ ତାଙ୍କ ପକ୍ଷେ ପ୍ରୋଟୋକର ପରିଚାଳନା କିପରି ସମ୍ଭବ ହେଉଥିଲା ବୋଲି ତାଙ୍କ ଓକିଲ ପ୍ରଶ୍ନ କରିଛନ୍ତି। ଏହି ମାମଲାରେ କିରନଙ୍କ ବ୍ୟତୀତ ଅନ୍ୟ କେହି ସମ୍ପୃକ୍ତ ଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼…

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri