Posted inଜାତୀୟ

ଗୁଜରାଟ ପାକିସ୍ତାନ ନୁହେଁ…

ମୁମ୍ବାଇ, ୧୭।୯ : ବେଦାନ୍ତ-ଫକ୍ସକନ ଚୁକ୍ତିକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଛି। ଏହି କ୍ରମରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏନସିପି ଏବଂ ଶିବସେନାକୁ ଟାର୍ଗେଟ କରି କହିଛନ୍ତି ଏହି ପ୍ରକଳ୍ପ ଗୁଜରାଟକୁ ସ୍ଥାନାନ୍ତର ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମନ୍ଥରତା ଦାୟୀ। ଯେତେବେଳେ ଆମେ ସରକାର ଗଠନ କଲୁ ଗୁଜରାଟରେ ଏହି ପ୍ରକଳ୍ପ ସ୍ଥାପନ କରିବାର ନିଷ୍ପତ୍ତି ପ୍ରାୟ ଶେଷ ପର୍ଯ୍ୟାୟରେ ଥିଲା। ଅର୍ଥାତ୍‌ ଗୁଜୁରାଟ ସହିତ ଏହି ଡିଲ ନିଶ୍ଚିତ ହୋଇ ସାରିଥିଲା।

ଫଡନାଭିସ କହିଛନ୍ତି ଯେ ଗୁଜରାଟ ପାକିସ୍ତାନ ନୁହେଁ। ଆମେ ଉଭୟ ରାଜ୍ୟ ଭାଇ-ଭାଇ। ସମସ୍ତ ରାଜ୍ୟ ମଧ୍ୟରେ ଏକ ସୁସ୍ଥ ପ୍ରତିଯୋଗିତା ଅଛି। ଆମେ ଶୀଘ୍ର ଗୁଜରାଟ, କର୍ନାଟକ, ସମସ୍ତଙ୍କୁ ଅତିକ୍ରମ କରିବୁ। ଏମଭିଏ ସରକାରଙ୍କୁ ଟାର୍ଗେଟ କରି ସେ କହିଥିଲେ ଯେ ଆପଣଙ୍କ ଶାସନ କାଳରେ ଆମେ ପଡୋଶୀ ରାଜ୍ୟଠାରୁ ପଛରେ ରହିଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ଉପହାର ସିନେମା ହଲ୍‌ରେ ପୁଣି ଅଗ୍ନିକାଣ୍ଡ, ମନେପଡ଼ିଲା ୧୯୯୭ର ଛାତିଥରା ଦୃଶ୍ୟ…

ନୂଆଦିଲ୍ଲୀ, ୧୭।୪ : ପୁଣିଥରେ ଦିଲ୍ଲୀର ଉପହାର ସିନେମା ହଲରେ ଅଗ୍ନିକାଣ୍ଡ ଘଟିଛି। ରବିବାର ସକାଳେ ଅଗ୍ନିଶମ ବିଭାଗ ଗ୍ରୀନ ପାର୍କ ମେଟ୍ରୋ ଷ୍ଟେଶନ ନିକଟରେ...

ଦିଲ୍ଲୀ-ୟୁପି-ହରିୟାଣାରେ ଆସିବ ଚତୁର୍ଥ ଲହର, ୪ ମାସ ଧରି ରଚିବ ତାଣ୍ଡବ…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

କଂଗ୍ରେସରେ ଗାନ୍ଧୀ ପରିବାରରୁ କେହି ହେବେ ନାହିଁ ଅଧ୍ୟକ୍ଷ, ତିନି ବର୍ଷ ପୂର୍ବରୁ ସ୍ପଷ୍ଟ କରିଥିଲେ ରାହୁଲ

ନୂଆଦିଲ୍ଲୀ,୨୪ ।୯: କଂଗ୍ରେସକୁ ଆଉ ଅଳ୍ପଦିନ ମଧ୍ୟରେ ନୂଆ ଅଧ୍ୟକ୍ଷ ମିଳିଯିବ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥର ଅଧ୍ୟକ୍ଷ ପଦ ଗାନ୍ଧୀ ପରିବାରରୁ...

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୨୭।୯: କୃଷକ ତଥା ବିଭିନ୍ନ ରାଜନୈତିକ ଦଳର ବିରୋଧ ମଧ୍ୟରେ ରବିବାର କୃଷି ବିଲ୍‌ ସମେତ ୩ଟି ବିଲ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ଲଗାଇଛନ୍ତି।...

ହରିୟାଣା ସରକାରଙ୍କ ଚାକିରି ଛାଡ଼ିଲେ ରେସ୍‌ଲର ବବିତା ଫୋଗତ୍‌

ଚଣ୍ଡିଗଡ଼, ୭।୧୦: ଜଣାଶୁଣା ରେସ୍‌ଲର ବବିତା ଫୋଗତ୍‌ ବୁଧବାର ହରିୟାଣା ସରକାରଙ୍କ କ୍ରୀଡ଼ା ବିଭାଗ ଉପନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି। ଗତ ଜୁଲାଇ ୩୦ରେ ହରିୟାଣା...

ନାବାଳିକାଙ୍କୁ ଗଣବଳାତ୍କାର: ୭ ଅଭିଯୁକ୍ତ ନାବାଳକ

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୩୦ା୮: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚତ୍ ନିକଟରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଏହି ଘୃଣ୍ୟ ଅପରାଧ ଭିଆଇଥିବା ସମସ୍ତ ୭ ଅଭିଯୁକ୍ତ ହେଉଛନ୍ତି ନାବାଳକ।...

କେଉଁଠି ସ୍ତ୍ରୀଙ୍କ କୋଳରେ ସ୍ବାମୀ ତ ଅନ୍ୟ କେଉଁଠି କାର ଛାତରେ ମୃତଦେହ: ତାଣ୍ଡବ ରଚିଛି କରୋନା…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ଦୁଃଖ ବଢ଼ିବାରେ ଲାଗିଛି। କରୋନା ତାଣ୍ଡବରେ ଚାରିଆଡ଼େ ହାହାକାର ସୃଷ୍ଟି ହୋଇଛି। ପ୍ରିୟଜନଙ୍କୁ...

ଭଉଣୀଙ୍କୁ ଏମିତି ଉପଦେଶ ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ପରେ ଘଟଣାସ୍ଥଳକୁ ଯାଉଥିବା କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରଙ୍କୁ ନଜରବନ୍ଦୀ କରାଯାଇଛି। ସୋମବାର କଂଗ୍ରେସର ପୂର୍ବତନ...

Advertisement
Archives

Model This Week